Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଠିକ୍ ସମୟରେ ବିହନ ସାର ଦେବାକୁ ମନ୍ତ୍ରୀ ଦେଲେ ନିର୍ଦ୍ଦେଶ

by ସଞ୍ଜୟ ସ୍ୱାଇଁ
November 9, 2019
in Planning and Development, Politics, State
31
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା ବ୍ୟୁରୋ): ଦୁଇଦିନିଆ ପ୍ରାକ୍ ରବି କର୍ମଶାଳା ବୈଠକରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ସଠିକ୍ ସମୟରେ ଚାଷୀମାନଙ୍କୁ ବିହନ ଓ ସାର ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଉପଯୁକ୍ତ ମାନର ବିହନ ଯୋଗାଣ କରିବା, ଫସଲ କୀଟ ରୋଗ ପରିଚାଳନା, ବଜାରଭି ିକ କୃଷି ସମ୍ପ୍ରସାରଣ ଉପରେ ଅଧିକାରୀମାନେ ଗୁରୁତ୍ୱ ଦେବା ଉପରେ ସେ ମତ ଦେଇଛନ୍ତି । କୃଷି ଭବନରେ ଆୟୋଜିତ କର୍ମଶାଳାର ଉଦ୍ଯାପନୀ ଉତ୍ସବରେ ମନ୍ତ୍ରୀ ୫-ଟି ଓ ମୋ\’ସରକାର କାର୍ଯ୍ୟକାରିତା ସମ୍ପର୍କରେ ଆଲୋକପାତ କରି କହିଥିଲେ ସରକାର କୃଷି ଓ କୃଷକ କଲ୍ୟାଣ ପାଇଁ ଯେଭଳି ବିଭିନ୍ନ ଯୋଜନା ପ୍ରସ୍ତୁତ କରୁଛନ୍ତି ତାହା ସେଭଳି କୃଷକଙ୍କ ନିକଟରେ ପହ ିପାରିବ ସେଥିପ୍ରତି ସମସ୍ତ ଅଧିକାରୀ ଧ୍ୟାନଦେବା ଆବଶ୍ୟକ । କ୍ଷେତ୍ର ପରିଦର୍ଶନ କରି କୃଷକମାନଙ୍କୁ ଭଲ ପରାମର୍ଶ ଦେବାପାଇଁ ସେ ଆହ୍ୱାନ ଦେଇଛନ୍ତି । ବିଭିନ୍ନ ପ୍ରକାରର ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା ଓ ପ୍ରତିକୂଳ ପରିସ୍ଥିତି ଦେଇ କୃଷକମାନଙ୍କୁ କାର୍ଯ୍ୟ କରୁଥିବାରୁ ସେମାନଙ୍କ ଆୟବୃଦ୍ଧି ସହ ଉତ୍ପାଦନ ବୃଦ୍ଧି ନିମନ୍ତେ ଉପଯୁକ୍ତ ମାନର ବିହନ ଓ ଆନୁସଙ୍ଗିକ ସୁବିଧା ସୁଯୋଗ ଦେବାପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଦୁଇଦିନିଆ କର୍ମଶାଳାରେ କୃଷି ନିର୍ଦ୍ଦେଶକ, ଉଦ୍ୟାନ କୃଷି ନିର୍ଦ୍ଦେଶକ, ମୃ ିକା ସଂରକ୍ଷଣ ଓ ଜଳ ବିଭାଜିକା ନିର୍ଦ୍ଦେଶକ ପ୍ରମୁଖ ଯୋଗ ଦେଇଥିଲେ ।

Leave a Reply Cancel reply

Your email address will not be published. Required fields are marked *

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!