Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୧ କିଲୋ ଗଞ୍ଜେଇ ଜବତ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
November 11, 2019
in Breaking, Crime, State
14
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ନିକଟସ୍ଥ ଇଟାମାଟି ପାଇକସାହିର ଗାଣ୍ଡୁ ସାହୁଙ୍କୁ ଗଞ୍ଜେଇ ଚାଲାଣ ଅଭିଯୋଗରେ ଗିରଫ କରାଯାଇଛି । କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗର ବହୁ ଦିନ ଧରି ନଜର ରହି ଆସିଥିବା ଉକ୍ତ ଯୁବକକୁ ଧରିବା ପାଇଁ ବିଭାଗ ଜାଲ ବିଛାଇଥିଲା । ରବିବାର ବିଳମ୍ବିତ ରାତିରେ କଟକର ଅବକାରୀ ଗୁଇନ୍ଦା ବିଭାଗର ଦଶ ଜଣିଆ ଟିମ ବୈାଦ ଓ ଫୁଲବାଣୀ ଜିଲ୍ଲାରୁ ଅନୁସନ୍ଧାନ କରି ଉକ୍ତ ଯୁବକକୁ ଗିରଫ କରିଛନ୍ତି । ତାଙ୍କଠାରୁ ୨୧ କିଲୋ ଗଞ୍ଜେଇ ଜବତ ହୋଇଛି । ଯାହାର ମୁଳ୍ୟ ୨ ଲକ୍ଷରୁ ଉର୍ଦ୍ଧ ଟଙ୍କା ହେବ ବୋଲି ଅବକାରୀ ଗୁଇନ୍ଦା ବିଭାଗର ଇନିସପେକ୍ଟର ଜଗଦିଶ ଚନ୍ଦ୍ର ସାମଲ ସୂଚନା ଦେଇଛନ୍ତି । ଏହି ଚଢ଼ାଉରେ ଅବକାରୀ ବିଭାଗର କାଲୁରାମ ସୋରେନ୍, ଜେକେ ନାୟକ, କେ.ସି ରାଉତ ଏବଂ ଅର୍ଚ୍ଚନା ନାୟକ ପ୍ରମୂଖ ସାମିଲି ଥିଲେ ।

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!