Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ବୋଇତ ବନ୍ଦାଣ ଚତୁର୍ଥ ସଂନ୍ଧ୍ୟା

by ସଞ୍ଜୟ ସ୍ୱାଇଁ
November 11, 2019
in Breaking, State
25
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା) : ନୟାଗଡ ପୁରୁଣା ସହରଠାରେ ଅନୁଷ୍ଠିତ ୧୬ତମ ବୋଇତ ବନ୍ଦାଣ ଉତ୍ସବ ସୋମବାର ଚତୁର୍ଥ ଦିନରେ ପଂହଚିଛି । ଆଜିର ସାଂସ୍କୃତିକ ସଂନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ତଥା ରାଜ୍ୟ ସରକାରଙ୍କର କୃଷି ଓ କୃଷକ ସସକ୍ତିକରଣ, ମତ୍ସ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗ ଦେଇଥିବା ବେଳେ ଜିଲ୍ଲାପାଳ ଡ. ପୋମା ଟୁଡୁ ଯୋଗଦେଇଥିଲେ । ଅନୁଷ୍ଠାନର ସଭାପତି କିସାନ୍ ଦାଶ ସଭାପରିଚାଳନା କରିଥିଲେ । ବୋଇତବନ୍ଦାଣ ଉତ୍ସବରେ ଭୂବନେଶ୍ୱରର ଆରିଆନ୍ସ ଡ୍ୟାନ୍ସ ଗ୍ରୁପ, ବଲାଙ୍ଗିରୀର ଢୋଲ ମହୁରୀ, ହାସ୍ୟ ଅଭିନେତା ନନସେନ୍ସ ମଣୀ ଯୋଗଦେଇ ଦର୍ଶକଙ୍କ ମନମୋହିଥିଲେ । ପ୍ରାରମ୍ଭରେ କୁନିକୁନି କଳାକାର ମାନଙ୍କ ଦ୍ୱାରା ବିଭିନ୍ନ ନୃତ୍ୟ ପରିବେଷଣ କରାଯାଇଥିଲା । ଏହି ଉତ୍ସବରେ ହଜାର ହଜାର ଦର୍ଶକ କାର୍ଯ୍ୟକ୍ରମକୁ ଉପଭୋଗ କରିଥିଲେ ।

Leave a Reply Cancel reply

Your email address will not be published. Required fields are marked *

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!