Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋଣାର୍କ ସୂର୍ୟ୍ୟମନ୍ଦିର ପରିଦର୍ଶନ ସମୟରେ ପରିବର୍ତ୍ତନ

by ସଞ୍ଜୟ ସ୍ୱାଇଁ
November 1, 2021
in State, Toursimi
କୋଣାର୍କ ସୂର୍ୟ୍ୟମନ୍ଦିର ପରିଦର୍ଶନ ସମୟରେ ପରିବର୍ତ୍ତନ
144
VIEWS
Share on FacebookShare on Twitter

କୋଣାର୍କ, (ବାଘୁଆବାର୍ତ୍ତା): କୋଣାର୍କ ସୂର୍ୟ୍ୟମନ୍ଦିର ପରିଦର୍ଶନ ସମୟରେ ପରିବର୍ତ୍ତନ ହୋଇଛି । ଏଏସ୍‌ଆଇ ସଂରକ୍ଷଣ ଅଧିକାରୀ ନୀରଜ ସିଂ ଏହି ସୂଚନା ଦେଇଛନ୍ତି । ପର୍ୟ୍ୟଟକଙ୍କ ପାଇଁ ଏଣିକି ସନ୍ଧ୍ୟା ୬ଟାରେ ବନ୍ଦ ହେବ ସୂର୍ୟ୍ୟମନ୍ଦିର । ନଭେମ୍ବର ୧ରୁ ଫେବୃଆରୀ ୨୮ତାରିଖ ପର୍ୟ୍ୟନ୍ତ ସକାଳ ୬ରୁ ମନ୍ଦିର ଖୋଲା ରହି ସନ୍ଧ୍ୟା ୬ଟାରେ ବନ୍ଦ ହେବ । ପୂର୍ବରୁ ରାତି ୭ଟା୩୦ରେ ସୂର୍ୟ୍ୟମନ୍ଦିର ବନ୍ଦ ହେଉଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!