Thursday, June 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କ୍ରିକେଟକୁ କମବ୍ୟାକ୍ କରିବେ ସିକ୍ସର କିଙ୍ଗ୍

by ସଞ୍ଜୟ ସ୍ୱାଇଁ
November 2, 2021
in Sports, State
କ୍ରିକେଟକୁ କମବ୍ୟାକ୍ କରିବେ ସିକ୍ସର କିଙ୍ଗ୍
249
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ୟୁବି ଫ୍ୟାନଙ୍କ ପାଇଁ ଖୁସିର ଖବର । କ୍ରିକେଟକୁ କମବ୍ୟାକ୍ କରିବେ ସିକ୍ସର କିଙ୍ଗ ୟୁବରାଜ ସିଂ । କିଛିଦିନ ତଳେ କ୍ରିକେଟର ଚହଲଙ୍କୁ ଜାତିଆଣ ଆକ୍ଷେପ କରି ୟୁବରାଜ୍ ଗିରଫ ହୋଇ ଚର୍ଚ୍ଚା ଥିଲେ । ବର୍ତ୍ତମାନ ସେ ଜାମିନରେ ବାହାରିଥିଲେ । ହେଲେ ନିକଟରେ ତାଙ୍କର ଏକ ଘୋଷଣା ଅନେକ କ୍ରିକେଟ ପ୍ରେମୀଙ୍କୁ ଖୁସୀ କରିଥିଲାବେଳେ କ୍ରିକେଟ୍ ସମାଲୋଚକଙ୍କୁ ଚକିତ କରିଛି । ସନ୍ୟାସରୁ ଫେରିବେ ଯୁବରାଜ ସିଂ । ପୁଣି କ୍ରିକେଟ୍ ମଇଦାନରେ ଜଲୱା ଦେଖାଇବେ ସିକ୍ସର୍ କିଙ୍ଗ୍ ଯୁବରାଜ । ଆସନ୍ତା ବର୍ଷ ଫେବ୍ରୁଆରୀରେ ସେ କ୍ରିକେଟ ମଇଦାନକୁ ଫେରିବା ନେଇ ଖୋଦ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି । ନିଜ ପୋଷ୍ଟରେ ସେ ଅଗଣିତ ଫ୍ୟାନଙ୍କୁ ଧନ୍ୟବାଦ ଦେବା ସହ ପବ୍ଲିକ୍ ଡିମାଣ୍ଡରେ ପଡିଆକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଥିବା ପ୍ରକାଶ କରିଛନ୍ତି । ସଦ୍ୟ ଟି୨୦ ବିଶ୍ୱକପରେ ଭାରତୀୟ ଦଳର ଶୋଚନୀୟ ପରାସ୍ତ ପରେ ଅନେକ କ୍ରିକେଟ୍ ପ୍ରେମୀ ଯୁବରାଜଙ୍କୁ କମବ୍ୟାକ୍ କରିବା ଲାଗି ଅନୁରୋଧ କରିଥିଲେ । ଖାସ ସେମାନଙ୍କ ଅନୁରୋଧ ରକ୍ଷା କରିବାକୁ ଯାଇ ଯୁବରାଜ ପୁଣିଥରେ ମଇଦାନକୁ ଫେରିବା ଲାଗି ପ୍ରସ୍ତୁତ ହେଉଛନ୍ତି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!