Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଠଗଡରେ ସ୍ୱେଚ୍ଛାକୃତ ରକ୍ତଦାତାଙ୍କୁ ଦିଆଗଲା ପୁରସ୍କାର

by ସଞ୍ଜୟ ସ୍ୱାଇଁ
November 3, 2021
in Health, State
ଆଠଗଡରେ ସ୍ୱେଚ୍ଛାକୃତ ରକ୍ତଦାତାଙ୍କୁ ଦିଆଗଲା ପୁରସ୍କାର
47
VIEWS
Share on FacebookShare on Twitter

ଆଠଗଡ଼, (ବାଘୁଆବାର୍ତ୍ତା): ବିଜୁ ଜନତା ଦଳ ପକ୍ଷରୁ ଟାଙ୍ଗୀ ଚୌଦ୍ୱାର ବ୍ଲକର ଅନ୍ତର୍ଗତ କଖଡି ଗ୍ରାମ ପଞ୍ଚାୟତ ପରିସରରେ ଓଡିଶା ମୋ ପରିବାର କାର୍ୟ୍ୟକ୍ରମରେ ଜୀବନ ବିନ୍ଦୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ପୁଅ ଯୁବ ନେତା ଆଦିତ୍ୟ ପ୍ରତାପ ସ୍ବାଇଁ ମୂଖ୍ୟ ଅତିଥୀ ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ । ଏହି ଶିବିରରେ ସ୍ଥାନୀୟ ସରପଞ୍ଚଙ୍କ ସହ ବିଜୁ ଜନତା ଦଳର ପୂର୍ବତନ ସରପଞ୍ଚ ଦିଲ୍ଲୀପ ଛତାରଙ୍କ ସମେତ ସମସ୍ତ ବିଜୁ ଜନତା ଦଳର ବରିଷ୍ଠ କର୍ମକର୍ତ୍ତା ମାନେ ଯୋଗ ଦେଇଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!