Tuesday, August 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କ୍ରିଦାଶପୁର ପଂଚାୟତରେ ଶିଶୁ ମହୋତ୍ସବ

by ସଞ୍ଜୟ ସ୍ୱାଇଁ
November 14, 2019
in Nayagarh, State
21
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା) : ପବିତ୍ର ଶିଶୁ ଦିବସ ଅବସରରେ କ୍ରିଦାଶପୁର ପଂଚାୟତରେ ଶିଶୁ ମହୋତ୍ସବ ୨୦୧୯ ଅନୁଷ୍ଠିତ ହୋଇଯାଇଛି । ପଂଚାୟତରେ ରହିଥିବା ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ନେଇ ଏହି ମହୋତ୍ସବ ପାଳନ ହୋଇଥିବା ବେଳେ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ନୟାଗଡ଼ ବିଡିଓ ମନୋଜ ପାତ୍ର, ଆରଏମ୍ସି ସଂପାଦକ ଭାସ୍କର ଚନ୍ଦ୍ର ପାଣିଗ୍ରାହୀ, ସରପଂଚ ଅନ୍ତର୍ଯ୍ୟାମୀ ଦାଶ, ପୂର୍ବତନ ସରପଂଚ ଦୂତୀବାମନ ବେହେରା ପ୍ରମୂଖ ଯୋଗ ଦେଇଥିଲେ । ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ତର୍କ, ସଂଗୀତ, ଚିତ୍ରାଙ୍କନ, ପ୍ରବନ୍ଧଲିଖନ, କୁଇଜ୍, ଦୈାଡ଼, ଉଚ୍ଚଡିଆଁ, ଲମ୍ବାଡିଆଁ ପ୍ରତିଯୋଗୀତା ଅନୁଷ୍ଠିତ ହୋଇ କୃତ୍ତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଛି । କାର୍ଯ୍ୟକ୍ରମକୁ ପଂଚାୟତ ନିର୍ବାହୀ ଅଧିକାରୀ ମନୋଜ କୁମାର ପ୍ରଧାନ ପରିଚାଳନା କରିଥିଲେ ।

Leave a Reply Cancel reply

Your email address will not be published. Required fields are marked *

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!