Tuesday, August 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବାର୍ଷିକ କ୍ରୀଡ଼ା

by ସଞ୍ଜୟ ସ୍ୱାଇଁ
November 14, 2019
in Nayagarh, State
49
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା) : ନୂଆଗାଁ ବ୍ଲକ ଅନ୍ତର୍ଗତ ମାଳିସାହିଠାରେ ଅବସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଶିଶୁ ଦିବସ ସମେତ ବିଦ୍ୟାଳୟ ବାର୍ଷିକ କ୍ରୀଡ଼ା ଉତ୍ସବ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ମନୋରଂଜନ ପଣ୍ଡାଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଗତିକେଶ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ବିମଳ ପଟ୍ଟନାୟକ, ସମାଜସେବୀ ଜନ୍ମେଜୟ ସାହୁ, ପରିଚଳନା ସମିତି କୋଷାଧ୍ୟକ୍ଷ ତ୍ରିନାଥ ମହାପାତ୍ର ଯୋଗ ଦେଇଥିଲେ । ବିଦ୍ୟାଷ୍ର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଅନୁଷ୍ଠିତ ବାର୍ଷିିକ କ୍ରୀଡ଼ାର କୃତ୍ତି ପ୍ରତିଯୋଗୀମାନଙ୍କୁ ବୈଠକରେ ପୁରସ୍କୃତ କରାଯାଇଥିବା ବେଳେ ଆଜି ପବିତ୍ର ଶିଶୁ ଦିବସ ଅବସରରେ ଅତିଥିମାନେ ଛାତ୍ରଛାତ୍ରୀମାନଙ୍କୁ ଅନେକ ଶିକ୍ଷଣୀୟ ଉପଦେଶ ଦେଇ ବକ୍ତବ୍ୟ ଦେଇଥିଲେ । କାର୍ଯ୍ୟକ୍ରମରେ ବିଦ୍ୟାଳୟର ଗୁରୁମା ମାନେ ସହଯୋଗ କରିଥିଲେ ।

Leave a Reply Cancel reply

Your email address will not be published. Required fields are marked *

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!