Thursday, June 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟି-୨୦ ବିଶ୍ୱକପ୍:ଅଧିନାୟକ ଭାବେ ଶେଷ ମ୍ୟାଚ୍ ଖେଳିବେ କୋହିଲ୍

by ସଞ୍ଜୟ ସ୍ୱାଇଁ
November 8, 2021
in Sports
ସଚିନଙ୍କ ରେକର୍ଡ ଭାଙ୍ଗିଲେ କୋହିଲ
165
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଟି-୨୦ ବିଶ୍ବକପ ଶେଷ ଲିଗ୍ ମ୍ୟାଚରେ ମୁହାଁମୁହିଁ ହେବାକୁ ଯାଉଛନ୍ତି ଭାରତ ଏବଂ ନାମିବିୟା । ଉଭୟ ଟିମ ପାଇଁ ଏହି ମ୍ୟାଚ ଗୁରୁତ୍ବ ବହନ କରୁନଥିଲେ ସୁଦ୍ଧା ସମ୍ମ।ନ ବଞ୍ଚାଇବା ପାଇଁ ପଡିଆକୁ ଓହ୍ଲାଇବେ ଉଭୟ ଦଳର ଖେଳାଳି । ଭାରତ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି । ଅଧିନାୟକ ଭାବେ ଶେଷ ଟି ୨୦ ଖେଳୁଛନ୍ତି ବିରାଟ କୋହଲି । ଏହା ସହିତ ଆଜିର ମ୍ୟାଚ ପରେ ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ ୨୦୨୧ରେ ଅଭିଯାନ ଶେଷ କରିବାକୁ ଯାଉଛି ଭାରତ । ଏହା ସହିତ ଭାରତୀୟ ଦଳର ମୁଖ୍ୟ କୋଚ ରବି ଶାସ୍ତ୍ରୀ ମଧ୍ୟ ଆଜିର ମ୍ୟାଚ ପରେ ଅବସର ନେବେ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!