Thursday, June 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରୋହିତ୍ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତ ଖେଳିବ ନ୍ୟୁଜିଲାଣ୍ଡ ଟି-୨୦ ସିରିଜ୍

by ସଞ୍ଜୟ ସ୍ୱାଇଁ
November 10, 2021
in Sports
ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚ: ଇଂଲଣ୍ଡ ଆଗରେ ୨୨୫ରନର ବିଜୟ ଲକ୍ଷ
125
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ହିଟ୍ ମ୍ୟାନ୍ ଭାରତର ଅଧିନାୟକ । ଏଥିର ଟି-୨୦ରେ ଦେଖିବାକୁ ମିଳିବ ହିଟ୍ ମ୍ୟାନଙ୍କ ବ୍ୟାଟିଂ ଜଲୱା । ଭାରତର ଟି-୨୦ ଅଧିନାୟକ ହୋଇଛନ୍ତି ହିଟମ୍ୟାନ ରୋହିତ ଶର୍ମା। ଆସନ୍ତା ନଭେମ୍ବର ୧୭ରୁ ଭାରତ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟି-୨୦ ସିରିଜ୍ ଆରମ୍ଭ ହେବ। ଏହି ମ୍ୟାଚ୍ରେ ରୋହିତଙ୍କୁ ବିସିସିଆଇ ଅଧିନାୟକ ପଦ ଦେଇଛି। ସେହିପରି କେଏଲ ରାହୁଲ ଟିମ ଇଣ୍ଡିଆର ଟି-୨୦ ଉପ ଅଧିନାୟକ ହୋଇଛନ୍ତି। ଟି-୨୦ ବିଶ୍ୱକପ ପରେ ଏହା ଭାରତ ଓ ନ୍ୟୁଜିଲ୍ୟାଣ୍ଡର ପ୍ରଥମ ସିରିଜ୍। ଏହି ସିରିଜରେ ଟିମ ଇଣ୍ଡିଆ ନୂଆ ଅଧିନାୟକଙ୍କ ନେତୃତ୍ୱରେ ଖେଳିବ। ରୋହିତ ଅଧିନାୟକ ହୋଇଥିବା ବେଳେ ତାଙ୍କ ସହ ଟିମ୍ ଇଣ୍ଡିଆର ନୂଆ କୋଚ୍ ଭାବେ ରାହୁଲ ଡ୍ରାଭିଡ୍ ମଧ୍ୟ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ସିରିଜ୍ରୁ ଦାୟିତ୍ୱ ଗ୍ରହଣ କରିବେ। ରବି ଶାସ୍ତ୍ରୀଙ୍କ କାର୍ୟ୍ୟକାଳ ବିଶ୍ୱକପ ପରେ ଶେଷ ହୋଇଛି। ଆଜି ବିସିସିଆଇ ପକ୍ଷରୁ ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପାଇଁ ଦଳ ଘୋଷଣା କରାଯାଇଛି। ନିକଟରେ ଟି-୨୦ ଅଧିନାୟକ ପଦ ଛାଡ଼ିଥିବା ବିରାଟ କୋହଲି ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ସିରିଜ୍ରେ ବିଶ୍ରାମ ଦିଆଯାଇଛି। ସେହିପରି ଆଇପିଏଲରେ ଜବରଦସ୍ତ ପ୍ରଦର୍ଶନ କରିଥିବା ଋତୁରାଜ ଗାଏକ୍ୱାଡ ଦଳରେ ନୂଆ ମୁହଁ ଭାବେ ସୁଯୋଗ ପାଇଛନ୍ତି। ଯୁବ ତାରକା ଭେଙ୍କଟେଶ ଆୟର, ହର୍ଷଲ ପଟେଲ ଓ ଆଭେଶ ଖାନଙ୍କୁ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ସିରିଜ୍ରେ ସୁଯୋଗ ମିଳିଛି।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!