Tuesday, August 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶିକ୍ଷାବିତ୍ ଙ୍କ ପରଲୋକ

by ସଞ୍ଜୟ ସ୍ୱାଇଁ
November 18, 2019
in Breaking, Nayagarh, State
27
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଗଣିଆ ବ୍ଲକ ପତଣ୍ଡା ଗ୍ରାମର ବରିଷ୍ଠ ଶିକ୍ଷାବିତ୍ ଭରତ ଚନ୍ଦ୍ର ପଣ୍ଡାଙ୍କର ସୋମବାର ଅପରାହ୍ନରେ ପରଲେଶକ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା । ସେ ଦୀର୍ଘ ଦିନ ହେବ ଶାରୀରିକ ଅସୁସ୍ଥତା କାରଣରୁ ଶଯ୍ୟାଶାୟୀ ଥିଲେ । ଜଣେ ଶିକ୍ଷାବିତ୍ ଭାବେ ଅଞ୍ଚଳରେ ତାଙ୍କର ବେଶ୍ କ୍ଷ୍ୟାତି ଥିଲା । ଗଣିଆ ବାଳିକା ପ୍ରାଥମିକ ବିଦ୍ୟାଳୟରେ ସେ ଶିକ୍ଷକତା ଜୀବନ ଶେଷ କରିଥିଲେ । ଜଣେ ସାହିତ୍ୟକ,ଲେଖକ ତଥା ଜଣେ ବକ୍ତା ଭାବେ ସେ ଗଣିଆ ଅଞ୍ଚଳରେ ପରିଚିତ ଥିଲେ । ମୃତ୍ୟୁ ବେଳକୁ ତାଙ୍କ ପାଖରେ ତାଙ୍କର ପୁଅ,ଝିଅ,ନାତି ନାତୁଣି ସମସ୍ତେ ଉପସ୍ଥିତ ଥିଲେ । ଗଣିଆ ବ୍ଲକର ଅନେକ ଶିକ୍ଷକ,ଅବସରପ୍ରାପ୍ତ ପ୍ରଧାନଶିକ୍ଷକ,ବୁଦ୍ଧିଜୀବୀ,ଶୁଭେଛୁ ତାଙ୍କର ପତଣ୍ଡାସ୍ଥିତ ବାସ ଭବନରେ ଉପସ୍ଥିତ ରହି ତାଙ୍କର ଶେଷ ଦର୍ଶନ କରିଥିଲେ ।

Leave a Reply Cancel reply

Your email address will not be published. Required fields are marked *

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!