Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବସ୍ କଣ୍ଡକ୍ଟର ଠାରୁ ୧୭କେଜି ଗଞ୍ଜେଇ ଜବତ, କୋର୍ଟ ଚାଲାଣ

by ସଞ୍ଜୟ ସ୍ୱାଇଁ
November 20, 2019
in Crime, Nayagarh, State
27
VIEWS
Share on FacebookShare on Twitter

ଦଶପଲ୍ଲା, (ବାଘୁଆବାର୍ତ୍ତା) : ଫୁଲବାଣୀରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ଫ୍ରେଣ୍ଡସ୍ ଆଣ୍ଡ ଫ୍ରେଣ୍ଡସ୍ ବସ୍ରୁ ବାଣିଗୋଚ୍ଛା ପୋଲିସ ୧୬ କେଜି ୮୦୦ ଗ୍ରାମ୍ ଗଞ୍ଜେଇ ଜବତ କରିବା ସହ ଏହି କାର୍ଯ୍ୟରେ ଲିପ୍ତ ବସ୍ର କଣ୍ଡକ୍ଟର ବିପିନ ବେହେରା (୩୨)କୁ ଗିରଫ କରିଛି । ପୁଲିସ ତଦନ୍ତ ବେଳେ ଜାଣିପାରିଛି ଯେ, ଅପରାଧି ବିପିନ ଖଜୁରୀପଡାରୁ ଗଞ୍ଜେଇ ଆଣି କାମିଟିପଙ୍କାରେ ଦେଉଥିବା ବେଳେ ପୁଲିସ ତାକୁ କାବୁ କରିନେଇଥିଲା । ଏ ସମ୍ପର୍କରେ ବାଣିଗୋଚ୍ଛା ପୁଲିସ ଥାନାରେ ଏକ ମୋକଦ୍ଦମା ରୁଜୁ କରି ଅଭିଯୁକ୍ତ ବିପିନିକୁ ଦଶପଲ୍ଲା ବିଚାର ବିଭାଗ ଅଦାଲଦରେ ହାଜର କରିଥିବା ଥାନା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ପଟ୍ଟାୟତ ସୂଚନା ଦେଇଛନ୍ତି । ଅଭିଯୁକ୍ତଙ୍କ ଘର ବେଗୁନିଆ ନିକଟସ୍ଥ ଚକାପଦା ଗାଁରେ ବୋଲି ପୋଲିସ ପ୍ରକାଶ କରିଛି ।

Leave a Reply Cancel reply

Your email address will not be published. Required fields are marked *

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!