Thursday, June 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜି ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ୍: ସିରିଜ୍ ହାତେଇବା ଲକ୍ଷ୍ୟରେ ଭାରତ

by ସଞ୍ଜୟ ସ୍ୱାଇଁ
November 19, 2021
in Sports
ଆଜି ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ୍: ସିରିଜ୍ ହାତେଇବା ଲକ୍ଷ୍ୟରେ ଭାରତ
66
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ପ୍ରଥମ ଟି-୨୦ ସିରିଜରେ ଭାରତ ଜିତି ମନୋବଳ ଦୃଢ ରଖିଥିବା ବେଳେ ଆଜି ଦ୍ୱିତୀୟ ଦ୍ୱିତୀୟ ମ୍ୟାଚ୍ ଖେଳିବ ଭାରତ । ଆଜି ଭାରତ ବନାମ ନ୍ୟୁଜିଲାଣ୍ଡ ମଧ୍ୟରେ ହେବ କଡା ଟକ୍କର । ଭାରତ ସିରିଜ୍ ହାତେଇବା ଲକ୍ଷ ନେଇ ପଡିଆକୁ ପ୍ରବେଶ କରିବାକୁ ଥିବା ବେଳେ ନ୍ୟୁଜିଲାଣ୍ଡ ଦଳ ମ୍ୟାଚ୍ ଜିତିବା ଲକ୍ଷ ନେଇ ପଡିଆକୁ ପ୍ରବେଶ କରିବ । ନ୍ୟୁଜିଲାଣ୍ଡ ବିପକ୍ଷ ଟି-୨୦ ଶୃଙ୍ଖଳାର ୨ୟ ମ୍ୟାଚ ରାତି ୭ଟାରୁ ଆରମ୍ଭ ହେବ ଏହି ମ୍ୟାଚ୍ ରାଞ୍ଚିସ୍ଥିତ ଝାଡ଼ଖଣ୍ଡ ରାଜ୍ୟ କ୍ରିକେଟ୍ ଆସୋସିଏଶନ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍ ଖେଳାଯିବ। ତେବେ ନ୍ୟୁଜିଲାଣ୍ଡ ମଧ୍ୟ ଭାରତ ସମକକ୍ଷ ହେବା ପାଇଁ ଉଦ୍ୟମ କରିବ। ବର୍ତ୍ତମାନ ଯାଏଁ ୩ ମ୍ୟାଚ୍ ବିଶିଷ୍ଟ ଏହି ଶୃଙ୍ଖଳାରେ ଭାରତ ୧-୦ରେ ଅଗ୍ରଣୀ ରହିଛି।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!