Tuesday, August 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ିଆ ଭାଷା ସାହିତ୍ୟ ବିଭାଗର ଆଲୋଚନା ଚକ୍ର

by ସଞ୍ଜୟ ସ୍ୱାଇଁ
November 22, 2019
in Nayagarh, State
42
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ ଅନ୍ତର୍ଗତ ପଠାଣି ସାମନ୍ତ ମହାବିଦ୍ୟାଳୟ ପରିସରରେ ଓଡ଼ିଆ ଭାଷା ସାହିତ୍ୟ ବିଭାଗର ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ରାଜ୍ୟ ସ୍ତରୀୟ ଆଲୋଚନା ଚକ୍ରରେ ବିଭାଗୀୟ ମୁଖ୍ୟ ଗୋପବନ୍ଧୁ ଚୈାଧୁରୀ ସଭାପତିତ୍ୱ କରିଥିଲେ । ଆୟୋଜିତ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ବ୍ରଜ ମୋହନ ନାୟକ, ସମ୍ମାନିତ ଅତିଥି ଭାବେ ବିଜୟକାନ୍ତି ରଥଙ୍କ ସମେତ ବହୁ ଭାଷା ପ୍ରେମୀ ଯୋଗ ଦେଇଥିଲେ । ଏହି ଅବସରରେ ଆଲୋଚକ ଭାବେ ବିଜେବି ସ୍ୱୟଂ ଶାସିତ ମହାବିଦ୍ୟାଳୟର ପ୍ରଫେସର ଡ. ପ୍ରେମାନନ୍ଦ ମହାପାତ୍ର ଯୋଗଦେଇ ସ୍ୱାଧିନତା ପରବର୍ତ୍ତୀ ଓଡ଼ିଆ ନାଟକର ଗତି ଓ ପ୍ରକୃତ୍ତି ଉପରେ ଆଲୋଚନା କରିଥିଲେ ।

Leave a Reply Cancel reply

Your email address will not be published. Required fields are marked *

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!