Thursday, October 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍ ବୈଠକ ଆଜି ବସିବ

by ସଞ୍ଜୟ ସ୍ୱାଇଁ
November 23, 2021
in Breaking, State
ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
115
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ବସିବ ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍ ବୈଠକ । ଉକ୍ତ ବୈଠକରେ ଆଗାମୀ ଦିନରେ ହେବାକୁ ଥିବା ବିଧାନସଭାର ଶୀତ ଅଧିବେସନରେ ଆସିବାକୁ ଥିବା ଅତିରିକ୍ତ ବଜେଟ୍ ଉପରେ ମୋହର ଲାଗିବା ନେଇ ଆଲୋଚନା କରାଯିବ । ଆଜି ଅପରାହ୍ଣ ସାଢେ ୫ଟା ସମୟରେ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ । ବିଧାନସଭାର ଶୀତ ଅଧିବେଶନର ପ୍ରଥମ ଦିନ ଡ଼ିସେମ୍ବର ୧ତାରିଖରେ ଏହି ଅତିରିକ୍ତ ବଜେଟ୍ ଉପସ୍ଥାପନ କରାଯିବ । ଏହାପରେ କ୍ୟାବିନେଟ୍ ବୈଠକ ବସିବ । ଏଥିରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟରେ ମୋହର ଲାଗିପାରେ । ଭର୍ଚୁଆଲ ଦ୍ୱାରା ପ୍ରଥମେ ମନ୍ତ୍ରୀପରିଷଦ ଓ ପରେ କ୍ୟାବିନେଟ୍ ବୈଠକ ହେବ । ମନ୍ତ୍ରୀମାନେ ଲୋକସେବା ଭବନ କିମ୍ବା ଜିଲ୍ଲା ଭିଡ଼ିଓ କନଫରେନ୍ସିଂ ଜରିଆରେ ବୈଠକରେ ଯୋଡ଼ି ହେବେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!