Friday, June 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆରମ୍ଭ ହେଲା ହକି ମହାକୁମ୍ଭ-୨୦୨୧:ଦକ୍ଷିଣଆଫ୍ରିକାକୁ ୫-୧ ଗୋଲରେ ହରାଇଲା ବେଲଜିୟମ୍

by ସଞ୍ଜୟ ସ୍ୱାଇଁ
November 24, 2021
in Sports
ଆରମ୍ଭ ହେଲା ହକି ମହାକୁମ୍ଭ-୨୦୨୧:ଦକ୍ଷିଣଆଫ୍ରିକାକୁ ୫-୧ ଗୋଲରେ ହରାଇଲା ବେଲଜିୟମ୍
39
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଜିଠୁ କମ୍ପିଲା କଳିଙ୍ଗ ଷ୍ଟାଡିୟମ୍ । ଆରମ୍ଭ ହୋଇଛି ଜୁନିୟର ହକି ବିଶ୍ୱକପ୍-୨୦୨୧ । ତେବେ ବିଶ୍ୱକପ୍ର ଉଦ୍ଘାଟନୀ ମ୍ୟାଚ୍ରେ ବେଲଜିୟମ୍ର ଦମ୍ଦାର ବିଜୟ । ପ୍ରଥମ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକାକୁ ୫-୧ ଗୋଲ୍ରେ ପରାସ୍ତ କରିଛି ବେଲ୍ଜିୟମ୍ । ସଂଧ୍ୟାରେ ଫ୍ରାନ୍ସକୁ ଭେଟିବ ଭାରତ । ସୂଚନାନୁସାରେ, ଆଜିଠାରୁ ଆରମ୍ଭ ହୋଇଛି ଜୁନିୟର ହକି ବିଶ୍ୱକପ୍-୨୦୨୧ । ବିନାଦର୍ଶକରେ ୧୬ ଟିମ ମଧ୍ୟରେ ହେବ ଟକ୍କର। ଟର୍ଫ ଉପରେ ଟକ୍କର ଚାଲିଥିବ କିନ୍ତୁ ଷ୍ଟାଡିୟମରେ ରହିବେନି ଦର୍ଶକ। ଉଦଘାଟନୀ ଦିବସରେ ୫ଟି ମ୍ୟାଚ୍ ରହିଥିବା ବେଳେ ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି ବେଲ୍ଜିୟମ । ୫-୧ ଗୋଲ୍ରେ ପରାସ୍ତ କରିଛି ବେଲଜିୟମ । ଏହାପରେ କାନାଡା ପୋଲାଣ୍ଡକୁ, ମାଲେସିଆ କୁ ଚାଇନାକୁ ଓ ଡିଫେଣ୍ଡିଂ ଚାମ୍ପିୟାନ ଭାରତ ଭେଟିବ ପ୍ରାନସକୁ । କରୋନା କଟକଣା ମଧ୍ୟରେ ଖେଳ ଆୟୋଜନ କରାଯାଉଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!