Thursday, October 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ବନଖଣ୍ଡକୁ ଆସିଲେ ନୂତନ ଡିଏଫଓ

by ସଞ୍ଜୟ ସ୍ୱାଇଁ
November 25, 2021
in Breaking, Nayagarh
ନୟାଗଡ଼ ବନଖଣ୍ଡକୁ ଆସିଲେ ନୂତନ ଡିଏଫଓ
1.3k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ସକାଳର ତାଜା ଖବର । ନୟାଗଡ଼ ବନଖଣ୍ଡକୁ ଆସିଲେ ନୂତନ ବନଖଣ୍ଡ ଅଧିକାରୀ । ଆଇଏଫଏସ୍ ଧନରାଜ ଏଚଡିଙ୍କ କିଛିମାସ ତଳେ କେନ୍ଦୁଝର ଜିଲ୍ଲାକୁ ବଦଳି ହୋଇଥିବା ବେଳେ ଖୋର୍ଦ୍ଧା ବନଖଣ୍ଡ ଅଧିକାରୀ ପୂର୍ଣ୍ଣିମା ପାଣ୍ଡିଆନ ନୟାଗଡ଼ ବନଖଣ୍ଡର ଅତିରିକ୍ତ ଦାୟୀତ୍ୱ ନେଇଥିଲେ । ହେଲେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ଡିଏଫଓ ମାନଙ୍କ ମଧ୍ୟରେ ଛୋଟ ଧରଣର ବଦଳି ହୋଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରେ ଦେଓଗଡ଼ ଡିଏଫଓ ଥିବା ଓଏଫଏସ୍ କ୍ଷମା ଷଡ଼ଙ୍ଗିଙ୍କୁ ବଦଳି କରି ନୟାଗଡ଼ ଡିଏଫଓ ଭାବେ ନିଯୁକ୍ତ କରାଯାଇଥିବା ବେଳେ ଅନୁଗୁଳ ଡିଏଫଓ ଥିବା ୨୦୧୬ ବ୍ୟାଚର ଆଇଏଫଏସ୍ ପ୍ରଶନ୍ନ କୁମାର ବେହେରାଙ୍କୁ ବଦଳି କରି ନବରଙ୍ଗପୁର ଡିଏଫଓ ଭାବେ ନିଯୁକ୍ତ କରାଯାଇଛି । ସେହିଭଳି ନବରଙ୍ଗପୁର ଡିଏଫଓ ଥିବା ୨୦୧୬ ବ୍ୟାଚର ଆଇଏଫଏସ ମଗର ଧନରାଜି ରାଓସଙ୍କୁ ବଦଳି କରି ଦେଓଗଡ଼ ଜିଲ୍ଲାର ଡିଏଫଓ ଭାବେ ନିଯୁକ୍ତ କରାଯାଇଥିବା ନେଇ ରାଜ୍ୟ ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!