Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶିଶୁ ଟିକାକରଣରେ ସମଗ୍ର ଦେଶରେ ଓଡିଶା ଆଗରେ

by ସଞ୍ଜୟ ସ୍ୱାଇଁ
November 26, 2021
in Health, State
ଶିଶୁ ଟିକାକରଣରେ ସମଗ୍ର ଦେଶରେ ଓଡିଶା ଆଗରେ
40
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଶିଶୁ ଟିକାକରଣରେ ସମଗ୍ର ଦେଶରେ ଓଡିଶା ଆଗରେ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ପ୍ରକାଶିତ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ଭେରେ ଦ୍ୱିତୀୟ ପଯ୍ୟାୟ ରିପୋର୍ଟରେ ଏହା କୁହାଯାଇଛି । ଓଡିଶାର ଏହି ସଫଳତା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ଟୁଇଟ କରାଯାଇଛି । ଏହି ରିପୋର୍ଟରେ ଦର୍ଶାଯାଇଛି ଯେ ୧୨ ମାସରୁ ୨୩ ମାସ ଶିଶୁଙ୍କ ସମ୍ପୁର୍ଣ୍ଣ ଟିକାକରଣ କ୍ଷେତ୍ରରେ ଓଡିଶା ସମଗ୍ର ଦେଶରେ ୧ ନମ୍ବର ସ୍ଥାନ ଅଧିକାର କରିଛି ।ଓଡିଶାରେ ୧୨ ମାସରୁ ୨୩ ମାସର ପ୍ରାୟ ୯୦.୫ ପ୍ରତିଶତ ଶିଶୁଙ୍କ ସମ୍ପୁର୍ଣ୍ଣ ଟିକାକରଣ ହୋଇଛି । ଦ୍ୱିତୀୟ ପର୍ୟ୍ୟାୟ ସର୍ଭେରେ ଦେଶରେ ୧୪ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ସାମିଲ କରାଯାଇଥିଲା ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!