Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୮ରେ ଯୋଗ ଦେବେ ରାଷ୍ଟ୍ରପତି

by ସଞ୍ଜୟ ସ୍ୱାଇଁ
November 25, 2019
in Breaking, State
12
VIEWS
Share on FacebookShare on Twitter

ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ଲାଟିନମ୍ ଜୁବୁଲିର ସ୍ୱତନ୍ତ୍ର ଉତ୍ସବ

ନୟାଗଡ଼, (ବାଘୁଆବାର୍ତ୍ତା) : ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ଲାଟିନମ୍ ଜୁବୁଲି ୨୩ ତାରିଖରୁ ଆରମ୍ଭ ହୋଇ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅବସରରେ ଏକ ସ୍ୱତନ୍ତ୍ର ଉତ୍ସବ ଆସନ୍ତା ଡିସେମ୍ବର ୮ ତାରିଖରେ ଅନୁଷ୍ଠିତ ହେବ । ଏଥିରେ ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ହେବା ପରେ କୋବିନ୍ଦଙ୍କର ଏହା ତୃତୀୟ ଓଡ଼ିଶା ଗ୍ରସ୍ତ । ରାଷ୍ଟ୍ରପତିଙ୍କ ସମେତ ରାଜ୍ୟପାଳ ଗଣେଶୀ ଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଉତ୍ସବରେ ଯୋଗ ଦେବେ । ବର୍ତ୍ତମାନର ଛାତ୍ରଛାତ୍ରୀ ପୂର୍ବତନ ଛାତ୍ରଛାତ୍ରୀ କର୍ମଚାରୀ ପ୍ରଫେସର ଏହି ଉତ୍ସବକୁ ସଫଳ କରିବା ପାଇଁ ପୂର୍ବତନ ଛାତ୍ର ତଥା ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଅନୁରୋଧ କରିଛନ୍ତି । ଏଥିସହିତ ଅନ୍ୟ ଏକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗ ଦେବାର ଅଛି ।

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!