Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏକଲବ୍ୟ ପୁରସ୍କାର ପାଇବେ ଝିଲ୍ଲୀ ଦଳବେହେରା

by ସଞ୍ଜୟ ସ୍ୱାଇଁ
November 25, 2019
in Sports, State
23
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଜାତୀୟ ଏବଂ ଅନ୍ତର୍ଯ୍ୟାତୀୟ ସ୍ତରରେ ସଫଳତା ପାଇଁ ରାଜ୍ୟର ଯୁବ ପ୍ରତିଭାଙ୍କୁ ଉତ୍ସାହିତ ଓ ପ୍ରୋତ୍ସାହିତ କରିବା ଲାଗି ଏକ ଲବ୍ୟ ପୁରସ୍କାର ପ୍ରଦାନ କରାଯାଉ ଅଛି । ନୟାଗଡ଼ ମାଟିର ଝିଅ ଉଦୀୟମାନ ଭାରୋତ୍ତୋଳିକା ଝିଲ୍ଲୀ ଦଳବେହେରା ଏକଲବ୍ୟ ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ତାଙ୍କୁ ଅନୁଷ୍ଠାନ ପକ୍ଷରୁ ପାଂଚ ଲକ୍ଷଟଙ୍କା ସହିତ ମାନପତ୍ର ପ୍ରଦାନ କରାଯିବ । ୧୯୯୩ ମସିହାରୁ ଏହି ପୁରସ୍କାରା ପ୍ରଦାନ କରାଯାଉ ଅଛି । ୨୦୧୭ ଏପ୍ରିିଲରୁ ୨୦୧୯ ମାର୍ଚ୍ଚ ମଧ୍ୟରେ ଝିଲ୍ଲୀ ଅନ୍ତର୍ଯ୍ୟାତୀୟ ସ୍ତରରେ ଦୁଇଟି ସ୍ୱର୍ଣ୍ଣ, ତିନି ରୋପ୍ୟ ଏବଂ ଏକ କାଂଶ୍ୟ ପଦକ ହାସଲ କରିଥିଲେ ।

Leave a Reply Cancel reply

Your email address will not be published. Required fields are marked *

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!