Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୂଆ ଭ୍ୟାରିଏଣ୍ଟ ବିପଜ୍ଜନକ ରହିଛି, ତେଣୁ ସମସ୍ତେ ସତର୍କ ରହିବା ଦରକାର

by ସଞ୍ଜୟ ସ୍ୱାଇଁ
November 29, 2021
in Health, State
ନୂଆ ଭ୍ୟାରିଏଣ୍ଟ ବିପଜ୍ଜନକ ରହିଛି, ତେଣୁ ସମସ୍ତେ ସତର୍କ ରହିବା ଦରକାର
129
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କରୋନା ଭାଇରସ୍ ଏଯାଏ ସଂପୂର୍ଣ୍ଣ ଦୂର ହୋଇନାହିଁ । ତେଣୁ ସତର୍କତାର ଆବଶ୍ୟକତା ରହିଛି । ସ୍ପେକୁଲେଶନ ଚାଲିଛି। ଏପର୍ୟ୍ୟନ୍ତ ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନ ଅନୁସାରେ ଅଧିକ ଅଧ୍ୟୟନର ଆବଶ୍ୟକତା ରହିଛି ବୋଲି କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଂଜନ ମିଶ୍ର । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ନୂଆ ଭାରିଆଣ୍ଟର ସଂକ୍ରମଣ କ୍ଷମତା କେତେ, ଭ୍ୟାକ୍ସିନ ଏହାକୁ ମୁକାବିଲା କରିବାରେ କେତେ କ୍ଷମତା ରହିଛି । ଏପର୍ୟ୍ୟନ୍ତ କିଛି ନିର୍ଦ୍ଦିଷ୍ଟ ତଥ୍ୟ ନାହିଁ। ଯେହେତୁ ଖବର ଆସୁଛି ଏହା ଗୋଟିଏ ନୂଆ ଭ୍ୟାରିଏଣ୍ଟ ୧୩ରୁ ଅଧିକ ମ୍ୟୁଟେସନ ରହିଛି, ତେଣୁ ସମସ୍ତେ ସତର୍କ ରହିବା ଦରକାର। ରବିବାର ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ ଭ୍ୟାରିଏଣ୍ଟ ଅଫ କନସର୍ଣ୍ଣ ଘୋଷଣା କରିଛି। ତେଣୁ ସମସ୍ତେ ସତର୍କ ରୁହନ୍ତୁ ଯେମିତି ଏହା ସ୍ପ୍ରେଡ ନକରିବ। ଯେଉଁ ମାନେ ବିଦେଶରୁ ଆସିବେ ସେମାନେ ନେଗେଟିଭ ସାର୍ଟିଫିକେଟ ଆଣିବେ। ଏୟାରପୋର୍ଟରେ ଟେଷ୍ଟ ହେବ। ନେଗେଟିଭ ହେଲେ ବି ୭ ଦିନ କ୍ବାରେଣ୍ଟାଇନଳେ ରହିବେ । ଏୟାରପୋର୍ଟ ଅଥରିଟିକୁ ସବୁଦିନ ତାଲିକା ମଗାଯାଉଛି । ପଜିଟିଭ ଆସିଲେ ଜେନମ ସ୍ବିକେନ୍ସ ପାଇଁ ପଠାଯିବ। ସରକାରଙ୍କ କୋଭିଡ ନିୟମ ଅନୁସାରେ ସ୍କୁଲ ଖୋଲିବାକୁ ପଡ଼ିବ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!