Tuesday, August 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଧିକ ଗବେଷଣା କଲେ ରାଜ୍ୟ ତଥା ଦେଶ ସମୃଦ୍ଧ ହେବ: ଅରୁଣ

by ସଞ୍ଜୟ ସ୍ୱାଇଁ
November 27, 2019
in State
25
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : କୃଷକ ଭବନରେ ଓଡ଼ିଶା ବିଶ୍ୱବିଦ୍ୟାଳୟ ଅନୁସନ୍ଧାନ ଏବଂ ଅଭିନବୀକରଣ ପ୍ରୋତ୍ସାହନ ଯୋଜନାରେ ଯୁବ ଗବେଷକମାନଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଅନେକ ବିକାଶ ମୂଳକ ବକ୍ତବ୍ୟ ରଖିଛନ୍ତି । ବିକାଶ ଶୀଳ ରାଷ୍ଟ୍ର ଆମେରିକା, ଫ୍ରାନ୍ସ, ଚିନ ଦେଶ ଗୁଡ଼ିକ ଘରୋଇ ଜିଡିପିର ୨.୨୫ ଅଧିକ ଅର୍ଥ ଗବେଷଣା ନିମନ୍ତେ ଖର୍ଚ୍ଚ କରୁଛନ୍ତି, କିନ୍ତୁ ଭାରତ ବର୍ଷରେ ଜିଡିପିର ୦.୬୨ ପ୍ରତିଶତ ଗବେଷଣା ଖର୍ଚ୍ଚ କରାଯାଉଛି । ଯେଉଁଥିପାଇଁ କି ଭାରତ ବର୍ଷରେ କମ ସଂଖ୍ୟକ ଲୋକ ଗବେଷଣା କାର୍ଯ୍ୟରେ ନିୟୋଜିତ ରହୁଛନ୍ତି । ଆମେ ଯେତେ ଗବେଷଣା କରିବା ଅଧିକ ଅର୍ଥ ବ୍ୟୟ କରିବା ତାହା ହେଲେ ରାଜ୍ୟ ତଥା ଦେଶ ସେତିକି ସମୃଦ୍ଧ ହେବ । ସିଡ୍ ଫଣ୍ଡି ଓ ରିସର୍ଚ୍ଚ ଫୋଲେସିପ୍ ପ୍ରଦାନ ଅବସରରେ ମନ୍ତ୍ରୀ ଏଭଳି ମନ୍ତବ୍ୟ ରଖିଛନ୍ତି । ଏହା ସହିତ ବିଶ୍ୱ ବିଦ୍ୟାଳୟ ସ୍ତରରେ ଅଧିକରୁ ଅଧିକ ଅର୍ଥ ପ୍ରୋତ୍ସାହର ଆବଶ୍ୟକତା ରହିଛି ବୋଲି କହିଛନ୍ତି । ଏହି ପ୍ରରିପ୍ରେକ୍ଷିରେ ଉଚ୍ଚ ଶିକ୍ଷା ବିଭାଗର ଶାସନ ସଚିବ ଶାଶ୍ୱତ ମିଶ୍ର କହିଥିଲେ ଓଡ଼ିଶା ଏକମାତ୍ର ରାଜ୍ୟ ଯେଉଁ ରାଜ୍ୟ ସିଧାସଳଖ ଗବେଷଣା ପାଇଁ ଆର୍ଥିକ ସହାୟତା ପ୍ରଦାନ କରୁଛି । ରାଜ୍ୟ ସରକାର ଏବର୍ଷ ଦୁଇକୋଟି ଟଙ୍କା ପ୍ରଦାନ କରିଛନ୍ତି । ଏଥିରେ ରାଜ୍ୟ ଉଚ୍ଚଶିକ୍ଷା ପରିଷଦର ଉପାଧ୍ୟକ୍ଷ ପ୍ରଫେସର୍ ଅଶୋକ ଦାଶ ପ୍ରମୂଖ ଉପସ୍ଥିତ ରହିଥିଲେ ।

Leave a Reply Cancel reply

Your email address will not be published. Required fields are marked *

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!