Tuesday, August 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିଜ ପାଇଁ ନିଜେ ପରିଚୟ ସୃଷ୍ଟି କର : ରାଜ୍ୟପାଳ

by ସଞ୍ଜୟ ସ୍ୱାଇଁ
November 28, 2019
in State
11
VIEWS
Share on FacebookShare on Twitter

ରାଜ୍ୟପାଳ ଟ୍ରଫି ପ୍ରଦାନ

ନୟାଗଡ଼, (ବାଘୁଆବାର୍ତ୍ତା) : ଓଡ଼ିଶା ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଂଗୀତ ନାଟକ ଏକାଡେମୀ ଓ ଲଳିତ କଳା ଏକାଡେମୀ ଦ୍ୱାରା ଆୟୋଜିତ ରାଜ୍ୟପାଳ ଟ୍ରଫି ପ୍ରଦାନ କରାଯାଇଛି । ରବିନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ଉହି ଉତ୍ସବରେ ରାଜ୍ୟପାଳ ଗଣେଶୀ ଲାଲ୍ ଯୋଗ ଦେଇ କୃତ୍ତି ପ୍ରତିଭା ମାନଙ୍କୁ ଟ୍ରଫି ଓ ମାନପତ୍ର ପ୍ରଦାନ କରିଛନ୍ତି । ରାଜ୍ୟପାଳ ତାଙ୍କ ଅଭିଭାଷଣରେ ସୃଜନର ପରମ୍ପରା ସମୃଦ୍ଧ, ସୃଜନର ସଫଳ ଓ ବିକାଶ ନିମନ୍ତେ ଓଡ଼ିଶାରେ ଆବଶ୍ୟକୀୟ ପରିବେଶ ରହିଛି । ସମଗ୍ର ବିଶ୍ୱରେ ଉତ୍କଳ ସହ ସମକକ୍ଷ ସ୍ଥାନ ନାହିଁ । ଜୀବନରେ ଉନ୍ନତି କର, ଆଗକୁ ଯାଅ, ନିଜ ପାଇଁ ନିଜେ ପରିଚୟ ସୃଷ୍ଟି କର ବୋଲି ରାଜ୍ୟପାଳ ମନ୍ତବ୍ୟ ରଖିଛନ୍ତି । ଏହି ଅବସରରେ କୃତ୍ତି ଛାତ୍ରଛାତ୍ରୀମାନଙ୍କୁ ରାଜ୍ୟପାଳ ଟ୍ରଫି ପ୍ରଦାନ କରାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!