Saturday, October 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ବ୍ଲକ୍ : ମହାତ୍ମାଗାନ୍ଧି ଜନଶୁଣାଣୀ ଶିବିର

by ସଞ୍ଜୟ ସ୍ୱାଇଁ
November 13, 2019
in Nayagarh

Notice: Trying to access array offset on value of type bool in /home/thecvdsw/baghuabarta.com/wp-content/themes/jnews/class/Single/SinglePost.php on line 1000
33
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା ବ୍ୟୁରୋ): ନୟାଗଡ଼ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ନୟାଗଡ଼ ବ୍ଲକ୍ ମହାତ୍ମାଗାନ୍ଧି ଜାତୀୟ ଗ୍ରାମୀଣ କର୍ମନିଯୁକ୍ତି ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବ୍ଲକ୍ ସମ୍ମିଳନୀ କକ୍ଷରେ ଏହି ଶିବିର ହୋଇଛି । ଏଥିରେ ସମସ୍ତ ପଞ୍ଚାୟତର ଜନପ୍ରତିନିଧି ଓ ସାଧାରଣ ଜନତା ଯୋଗଦେଇ ଆପତି ଅଭିଯୋଗ ଜଣାଇଛନ୍ତି । ପଞ୍ଚାୟତମାନଙ୍କରେ ହୋଇଥିବା କାର୍ଯ୍ୟର ଜନଶୁଣାଣୀ କରାଯାଇଛି । ଏଥିରେ ନୟାଗଡ଼ ବ୍ଲକ୍ ଅଧ୍ୟକ୍ଷା ଗୋଲାପ ଦଳବେହେରା, ଉପାଧ୍ୟକ୍ଷ ସୁବାଶ ଚନ୍ଦ୍ର କହଁର, ଅର୍ଥ ବିଭାଗର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ମନୋରଞ୍ଜନ ହୋତା, ନୟାଗଡ଼ ବିଡିଓ ମନୋଜ କୁମାର ପାତ୍ର, ନୟାଗଡ଼ ବ୍ଲକ୍ ଏପିଓ ମିଟନ କୁମାର ମହାପାତ୍ର, ସାମାଜିକ ସମୀକ୍ଷକ ବିଜୟ କୁମାର ବଳିୟାରସିଂ, ସୋସିଆଲ ଅଡିଟର ପ୍ରକାଶ ବଳିୟାରସିଂ ପ୍ରମୁଖ ଉପସ୍ଥିତ ଅଛନ୍ତି । ବ୍ଲକ୍ର ସମସ୍ତ ଯନ୍ତ୍ରୀ, ସହକାରୀ ଯନ୍ତ୍ରୀ, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ, ଗ୍ରାମ ରୋଜଗାର ସେବକ ଓ ସାଧାରଣ ଜନତା ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମକୁ ଆଗେଇ ନେଉଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!