Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇଞ୍ଜିନିୟରିଂ ଆଡ଼ମିଶନର ସମୟସୀମା ଡିସେମ୍ବର ୩୧କୁ ବୃଦ୍ଧି

by ସଞ୍ଜୟ ସ୍ୱାଇଁ
December 17, 2021
in Education, State
ଇଞ୍ଜିନିୟରିଂ ଆଡ଼ମିଶନର ସମୟସୀମା ଡିସେମ୍ବର ୩୧କୁ ବୃଦ୍ଧି
125
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ୩୧ ପର୍ୟ୍ୟନ୍ତ ବଢ଼ିଲା ଇଞ୍ଜିନିୟରିଂ ଆଡ଼ମିଶନ ସମୟସୀମା । ରାଜ୍ୟର ଇଞ୍ଜିନିୟରିଂ କଲେଜଗୁଡ଼ିକରେ ନାମ ଲେଖା ସମୟସୀମା ବୃଦ୍ଧି ପାଇଛି । ରାଜ୍ୟ ସରକାରଙ୍କ ଧାର୍ୟ୍ୟ ସମୟ ସୀମା ୧୫ତାରିଖ ଯାଏଁ ରହିଥିଲା । ଏହି ସମୟ ସୀମାକୁ ବଢ଼ାଇବା ପାଇଁ ପ୍ରଥମେ ହାଇକୋର୍ଟ ଓ ପରେ ସୁପ୍ରିମକୋର୍ଟରେ ଆବେଦନ କରିଥିଲା ଓଡ଼ିଶା ପ୍ରାଇଭେଟ୍ ଇଞ୍ଜିନିୟରି କଲେଜ ଆସୋସିଏସନ ଓପେକା । ସୁପ୍ରିମକୋର୍ଟ ଏହାର ରାୟ ଶୁଣାଇ ସମୟସୀମାକୁ ବୃଦ୍ଧି କରିଛନ୍ତି । ନାମ ଲେଖା ଶେଷ ତାରିଖ ବୃଦ୍ଧି ପାଇଥିବା ନେଇ ଓପେକା ସମ୍ପାଦକ ବିନୋଦ ଦାସ ସୂଚନା ଦେଇଛନ୍ତି । ଇଞ୍ଜିନିୟରିଂ ପଢ଼ିବା ପାଇଁ ଆଗ୍ରହୀ ଥିବା ପିଲାମାନେ ଡ଼ିସେମ୍ବର ୩୧ତାରିଖ ପର୍ୟ୍ୟନ୍ତ ଯେକୌଣସି କଲେଜରେ ଆଡ଼ମିଶନ କରିପାରିବେ ବୋଲି ଓପେକା ସମ୍ପାଦକ କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!