Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡିଶାରୁ ଦୁଇ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ପରେ ସ୍ୱାସ୍ଥ୍ୟ ବିଭାଗ ଡାକିଲା ଗୁରୁତ୍ୱପୂର୍ଣ୍ଣ ବୈଠକ

by ସଞ୍ଜୟ ସ୍ୱାଇଁ
December 21, 2021
in Health, State
ଓଡିଶାରୁ ଦୁଇ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ପରେ ସ୍ୱାସ୍ଥ୍ୟ ବିଭାଗ ଡାକିଲା ଗୁରୁତ୍ୱପୂର୍ଣ୍ଣ ବୈଠକ
135
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଓଡିଶାରୁ ଦୁଇ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ପରେ ତତ୍ପରତା । ଜଣଙ୍କର ଘର ଜଗତସିଂହପୁର ହୋଇଥିବା ବେଳେ ସେ କଟକରେ ଟ୍ରିଟମେଣ୍ଟ ହେଉଛନ୍ତି । ଅନ୍ୟ ଜଣଙ୍କ ଘର ଖୋର୍ଦ୍ଧାରେ ବୋଲି ଜଣାପଡିଛି । ଦୁଇ ଜଣ ଯାକ ପୁରୁଷ । ଜଣଙ୍କର ବୟସ ୪୧ ଓ ଆଉ ଜଣଙ୍କର ବୟସ ୪୩ ବର୍ଷ । ଜଣେ ନାଇଜେରିଆ ଓ ଅନ୍ୟ ଆକ୍ରାନ୍ତ କାତାରରୁ ଫେରିଥିଲେ । ରାଜ୍ୟରୁ ଦୁଇ ଜଣ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ପରେ ଆତଙ୍କିତ ନହେବାକୁ ପରାମର୍ଶ ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ସେ କହିଛନ୍ତି, ଉଭୟ ଭଲ ଅଛନ୍ତି । ଆଇସୋଲେଟ୍ ହୋଇ ଅଛନ୍ତି । ସେମାନଙ୍କ ପାଖରେ ସ୍ୱଳ୍ପ ଲକ୍ଷଣ ଅଛି । ସେମାନଙ୍କର କଣ୍ଟାକ୍ଟ ଟ୍ରେସିଂ ହୋଇଛି । ଜଣେ ଆକ୍ରାନ୍ତଙ୍କର ୧୦ ଜଣ ଓ ଦ୍ଵିତୀୟ ବ୍ୟକ୍ତିଙ୍କର ୧୧ଜଣଙ୍କର କଣ୍ଟାକ୍ଟ ଟ୍ରେସିଂ କରାଯାଇଥିବ ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକଙ୍କ ସୂଚନା ଦେଇଛନ୍ତି । ଓଡିଶାରୁ ଦୁଇଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ପରେ ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଛି ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁକାବିଲା ନେଇ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ବିଚାରବିମର୍ଶ ଚାଲିଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!