Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା ଜାନୁୟାରୀ ପହିଲାରୁ ପିଲାଙ୍କୁ ଦିଆଯିବ ଟିକା

by ସଞ୍ଜୟ ସ୍ୱାଇଁ
December 29, 2021
in Health, State
ଆସନ୍ତା ଜାନୁୟାରୀ ପହିଲାରୁ ପିଲାଙ୍କୁ ଦିଆଯିବ ଟିକା
57
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆସନ୍ତା ଜାନୁୟାରୀ ପହିଲାରୁ ପିଲାଙ୍କୁ ଦିଆଯିବ ଟିକା । ସାରା ଦେଶରେ ୧୫ ରୁ ୧୮ ବର୍ଷର ପିଲାଙ୍କୁ ଦିଆଯିବ ଟିକା । ଏଥିପାଇଁ ରାଜ୍ୟରେ ସ୍ୱତନ୍ତ୍ର ଟିକାକରଣ କେନ୍ଦ୍ର ଖୋଲାଯିବ । ଯେଉଁଠି ପିଲାଙ୍କ ପାଇଁ ଟିକାକରଣ କେନ୍ଦ୍ର ଖୋଲାଯିବା ସମ୍ଭବ ନୁହେଁ । ସେ କ୍ଷେତ୍ରରେ ଚାଲୁରହିଥିବା ଅନ୍ୟ ଟିକାକରଣ କେନ୍ଦ୍ରରେ ପିଲାଙ୍କୁ ଟିକା ଦିଆଯିବାର ବ୍ୟବସ୍ଥା କରାଯିବ । ସେଇ କେନ୍ଦ୍ର ଗୁଡିକରେ ପିଲାଙ୍କୁ ସକାଳ ୮ରୁ ଦିନ ଗୋଟାଏ ଯାଏ ଟିକାକରଣ ଚାଲୁରହିବ । ଅପରାହ୍ନରେ ଅନ୍ୟମାନଙ୍କର ଟିକାକରଣ କରାଯିବ । ଏନେଇ ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!