Wednesday, August 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଲଟିଲା ବସ ୧୦ ଆହାତ, ୨ଗୁରୁତର

by ସଞ୍ଜୟ ସ୍ୱାଇଁ
December 1, 2019
in Accident, Nayagarh, State
24
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା) : ନୟାଗଡ଼ ନୂଆଗାଁ ବ୍ଲକ ଅନ୍ତର୍ଗତ ପଂଚୁପାଣ୍ଡବ ପାହାଡ଼ ନିକଟସ୍ଥ ଜାତୀୟ ରାଜପଥ ୫୭ରୁ ରାସ୍ତା କଡ଼କୁ ବସ ଓଲଟିଛି । ଏହି ଦୁର୍ଘଟଣାରେ ୧୦ ଜଣ ଆହାତ ହୋଇଥିବା ବେଳେ ଦୁଇଜଣଙ୍କ ଅବସ୍ଥା ଗୁରତର ରହିଥିବା ଜଣାପଡ଼ିଛି । ସୂଚନାନୁସାରେ, ଭୂବନେଶ୍ୱରରୁ ଫୁଲବାଣୀ ଅଭିମୂଖେ ଯାଇଥିବା ଫ୍ରେଣ୍ଡସ (ଓଡି ୨୫-୮୨୯୯) ନାମକ ବସ ଭାରସ୍ୟାମ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା । ଏହି ଦୁର୍ଘଟଣାରେ ୧୦ ଜଣ ଆହାତ ଏବଂ ୨ ଜଣ ଗୁରୁତଙ୍କୁ ଦୁଇଟି ଆମ୍ବୁଲାନ୍ସ ଏବଂ ଦମକଳ ଗାଡ଼ି ସାହାର୍ଯ୍ୟରେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତୀ କରାଯାଇଥିବା ବେଳେ ଗୁରୁତରଙ୍କୁ ଭୂବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି । ପୁଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!