Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସିରିଜ ଦୁର୍ଘଟଣା ଘଟାଇଲା କାର

by ସଞ୍ଜୟ ସ୍ୱାଇଁ
January 5, 2022
in Feature News
ସିରିଜ ଦୁର୍ଘଟଣା ଘଟାଇଲା କାର
756
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ପୁରୁଣାକୋର୍ଟ ବିଲିଂଠାରୁ ଟ୍ରାଫିକ ଛକ ମଧ୍ୟରେ ଏକ କାର ସିରିଜ ଦୁର୍ଘଟଣା ଘଟାଇଛି । ଏହି ଦୁର୍ଘଟଣାରେ ଏକାଧିକ ବାଇକ ଚାଳକ ଆହାତ ହୋଇଛନ୍ତି । ନୟାଗଡ଼ ଟାଉନଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହାତମାନଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତୀ କରିଛି । ଦୁର୍ଘଟଣା ଘଟାଇଥିବା କାରକୁ ଅଟକ ରଖାଯାଇଥିବା ଦେଖାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!