Tuesday, July 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଦ୍ୱାରା ତହସିଲ କିରାଣୀ ଗିରଫ

by ସଞ୍ଜୟ ସ୍ୱାଇଁ
December 3, 2019
in Crime
ଭିଜିଲାନ୍ସ ଦ୍ୱାରା ତହସିଲ କିରାଣୀ ଗିରଫ
27
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଖଣ୍ଡପଡ଼ା ତହସିଲ ବରିଷ୍ଠ କିରାଣୀ । ସୂଚନାନୁସାରେ, ଖଣ୍ଡପଡ଼ା ତହସିଲରେ କାର୍ଯ୍ୟରତ ବରିଷ୍ଠ କିରାଣୀ ଦିଗାମ୍ବର ମହାନ୍ତି କଣ୍ଟିଲୋ ଖୁଦବେହେରା ପାଟଣା ଗ୍ରାମର ଅଶୋକ କୁମାର ମହାରଣାଙ୍କ ଏକ ପଟ୍ଟା କରାଇ ଦେବାକୁ ୨ ହଜାର ଟଙ୍କା ନେବା ପରେ ଭିଜିଲାନ୍ସ ଟିମ ଚଢ଼ାଉ କରି ତାଙ୍କୁ ଧରିବା ସହ ଗିରଫ କରିଥିବା ଜଣାପଡ଼ିଛି । ଭିଜିଲାନ୍ସ ଡିଏସପି ଅକ୍ଷୟ କୁମାର ମିଶ୍ରଙ୍କ ନେତ୍ୱରେ ଇନିସ୍ପେକ୍ଟର ମନୋରଂଜନ ପାଇକରାୟ ଏବଂ ଅନ୍ୟ କର୍ମଚାରୀମାନେ ଏହି ଚଢ଼ାଉ କରିଥିଲେ । କଣ୍ଟିଲୋ ଅଂଚଳର ଅଶୋକ କୁମାର ମହାରଣାଙ୍କ ଅଭିଯୋଗ କ୍ରମେ ଭିଜିଲାନ୍ସ ତାଙ୍କୁ ଧରିଥିବା ଜଣାପଡ଼ିଛି । ଏଠାରେ ପ୍ରକାଶ ଯୋଗ୍ୟ ଯେ, ଦିଗାମ୍ବର ରଣପୁର ତହସିଲରେ କାର୍ଯ୍ୟରତ ଥିବା ବେଳେ ଚଳିତ ବର୍ଷ ଜାନୁୟାରୀ ମାସରେ ଲାଂଚ ନେବା ବେଳେ ଭିଜିଲାନ୍ସରେ ଧରା ପଡ଼ିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!