Tuesday, June 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାପୁର ବ୍ଲକ ଅବ୍ୟବସ୍ଥା : ୪୧ ଜଣଙ୍କ ଆମରଣ ଅନଶନ

by ସଞ୍ଜୟ ସ୍ୱାଇଁ
December 3, 2019
in Nayagarh
ଭାପୁର ବ୍ଲକ ଅବ୍ୟବସ୍ଥା : ୪୧ ଜଣଙ୍କ ଆମରଣ ଅନଶନ
25
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲା ଭାପୁର ବ୍ଲକରେ ବ୍ୟାପକ ଅନିୟମିତତା ଓ ଅବ୍ୟବସ୍ଥାକୁ ନେଇ ୪୧ଜଣ ବରିଷ୍ଠ ନେତା, ସରପଂଚ ଓ ସମିତିସଭ୍ୟ ଭାପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନରେ ବସିଛନ୍ତି । ଆନ୍ଦୋଳନ ସ୍ଥଳକୁ ଭାପୁର ତହସିଲଦାର ଶ୍ରୀମତୀ ସୁନିତା ଜେନାଙ୍କ ଆସି ଆନ୍ଦୋଳନ ପ୍ରତ୍ୟାହାର କରିବା ପାଇଁ ସେମାନଙ୍କୁ ଅନୁରୋଧ କରିଥିଲେ । ମାତ୍ର, ଅତିରିକ୍ତ ବିଡ଼ିଓଙ୍କ ତୁରନ୍ତ ବଦଳି ନକରାଯିବା ପର୍ଯ୍ୟନ୍ତ ଏବଂ ଉପସ୍ଥାପନ କରାଯାଇଥିବା ଦାବୀ ଗୁଡ଼ିକ ସମ୍ପର୍କରେ ଉପଯୁକ୍ତ ତଦନ୍ତ ଏବଂ କାର୍ଯ୍ୟାନୁଷ୍ଠାନ ପୂରଣ କରାନଯିବା ପର୍ଯ୍ୟନ୍ତ ଏଭଳି ଆନ୍ଦୋଳନ ଜାରି ରହିବ ବୋଲି ଆନ୍ଦୋଳନକାରୀ ମାନେ ତହସିଲଦାରଙ୍କୁ ରୋକଠୋକ ଜଣାଇଦେଇଥିଲେ । ଅନ୍ୟପକ୍ଷରେ, ସମ୍ଭାବ୍ୟ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ପୁଲିସ ପକ୍ଷରୁ ଆନ୍ଦୋଳନ ସ୍ଥଳରେ ଫତେଗଡ଼ ଥାନା,ଭାପୁର ଫାଣ୍ଡି ପୁଲିସ ସମେତ ୨ ସେକସନ୍ ଫୋର୍ସଙ୍କୁ ମୃତୟନ କରାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!