Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୁଳିମାଡ଼ରେ ଜଣେ ଗୁରୁତର

by ସଞ୍ଜୟ ସ୍ୱାଇଁ
December 3, 2019
in Crime, Nayagarh
ଗୁଳିମାଡ଼ରେ ଜଣେ ଗୁରୁତର
6
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲା ଇଟାମାଟି ଥାନା ଅନ୍ତର୍ଗତ ତେନ୍ତୁଳିଆପଲ୍ଲୀ ଗ୍ରାମରେ ଆଜି କୈାଣସି କାରଣ ପାଇଁ ଜଣେ ବ୍ୟକ୍ତି ଅନ୍ୟ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ କରିଛନ୍ତି । ଏହି ଘଟଣାରେ ଗୁଳିମାଡ଼ର ଶୀକାର ହୋଇଥିବା ଗ୍ରାମର ଜନ୍ନାର୍ଦ୍ଦନ ନାୟକଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତୀ କରାଯାଇଛି । ମିଳିଥିବା ସୂଚନାନୁସାରେ, ଆଜି ଗାଁରେ ଏକ ଇଟାଭାଟିରେ ନିଆଁ ଲଗାଇବା ବେଳକୁ ଜନାର୍ଦ୍ଦନ ଉପସ୍ଥିତ ଥିଲେ । ଏହି ସମୟରେ ଗ୍ରାମର ଶ୍ୟାମ ନାୟକ ହଠାତ୍ ଏକ ଦେଶୀ ବନ୍ଧୁକ ସାହାର୍ଯ୍ୟରେ ଗୁଳିମାଡ଼ କରିଥିଲେ । ଏହି ଗୁଳି ଜନାର୍ଦ୍ଦନଙ୍କ ଗୋଡ଼ରେ ବାଜିବାରୁ ସେ ଗୁରତର ହୋଇଥିବା ଥାନା ଅଧିକାରୀ ଶରତ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ପୁଲିସ ଗାଁରେ ପହଂଚି ତଦନ୍ତ ଆରମ୍ଭ କରିଥିବା ବେଳେ ଅଭିଯୁକ୍ତ ଗାଁ ଲୋକଙ୍କ କବଳରୁ ଖସି ଯାଇଥିବା ଜଣାପଡ଼ିଛି ।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!