Friday, July 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଥମ ସେମିଫାଇନାଲ୍ : ଟାଟା ଏକାଡେମୀ ୪-୨ରେ ବିଜୟୀ

by ସଞ୍ଜୟ ସ୍ୱାଇଁ
December 4, 2019
in Breaking, Nayagarh, Sports
ପ୍ରଥମ ସେମିଫାଇନାଲ୍ : ଟାଟା ଏକାଡେମୀ ୪-୨ରେ ବିଜୟୀ
20
VIEWS
Share on FacebookShare on Twitter

ନୟାଗଡ଼ ସର୍ବ ଭାରତୀୟ ଫୁଟବଲ ଟୁନାମେଣ୍ଟ

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଖେଳପଡ଼ିଆରେ ଜିଲ୍ଲା କ୍ରୀଡ଼ା ସଂଘ ଏବଂ ୭୮୬ ୟୁଥ କ୍ଲବ ଦ୍ୱାରା ଆୟୋଜିତ ସର୍ବଭାରତୀୟ ଫୁଟବଲ କପ ପ୍ରଥମ ସେମିଫାଇନାଲ ମ୍ୟାଚ ଆଜି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଟାଟା ଏକାଡେମୀ ଏବଂ ଚାନ୍ଦୀନ କ୍ଲବ କଲିକତା ମଧ୍ୟରେ ଖେଳ ସଂଘର୍ଷ ପୂର୍ଣ୍ଣ ହୋଇଥିଲା । ଖେଳ ଶେଷ ପର୍ଯ୍ୟନ୍ତ ସଂଘର୍ଷ ପୂର୍ଣ୍ଣ ରହିବା ସହ ଉଭୟ ଦଳ କେହି କାହାରିକୁ ଗୋଲ ଦେଇ ପାରିନଥିଲେ । ଫଳରେ ଟ୍ରାଇବ୍ରେକର ସହାୟତା ନିଆଯାଇଥିଲା । ଏଥିରେ ଟାଟା ଏକାଡେମୀ ୪-୨ ଗୋଲରେ ଚାନ୍ଦିନୀ କ୍ଲବ କଲିକତାକୁ ହରାଇଥିଲା । ଆଜିର ଫୁଟବଲ ଟୁନାମେଣ୍ଟରେ ମୁଖ୍ୟ ଅତିଥି ଭାବେ ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ନୟାଗଡ଼ ସ୍ପୋର୍ଟ୍ସ ହଷ୍ଟେଲ କୋଚ୍ ପ୍ରଶାନ୍ତ ପାଣିଗ୍ରାହୀ ଯୋଗ ଦେଇଥିଲେ । ଆଜିର ମ୍ୟାଚରେ ଚାନ୍ଦିନୀ କ୍ଲବ କଲିକତାର ୩୧ ନଂ ଖେଳାଳୀ ସାଗର୍ ଶେକ୍ ଶ୍ରେଷ୍ଠ ଖେଳାଳୀ ବିବେଚିତ ହୋଇଥିଲେ । ମୁଖ୍ୟ ରେଫରୀ ଭାବେ ରାଜୁ ମହାନ୍ତି ଆଜିର ଖେଳ ପରିଚାଳନା କରିଥିଲେ । ରେଫରୀ କୀର୍ତ୍ତି ରଂଜନ ସ୍ୱାଇଁ, ଅଶୋକ କହଁର ଓ ପ୍ରସନ୍ନ ନାୟକ ତାଙ୍କୁ ସହାୟତା କରିଥିଲେ । ଖେଳର ଧାରା ବିବରଣୀ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ, ଆଶୁତୋଷ ମିଶ୍ର, ଶେଖ୍ ଅବଦୁଲ ଖାଲିକ ପ୍ରଦାନ କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!