Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ୧୧ ହଜାର ୮୬ ସଂକ୍ରମଣ, ନୟାଗଡ଼ରେ ୧୪୯, ୪ ମୃତ

by ସଞ୍ଜୟ ସ୍ୱାଇଁ
January 18, 2022
in Health, State
ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୭୦୩ କରୋନା ଆକ୍ରାନ୍ତ ଚିହ୍ନଟ
110
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଦିନକ ବ୍ୟବଧାନ ପରେ ରାଜ୍ୟରେ ଦୈନିକ ସଂକ୍ରମଣ ୧୧ ହଜାର ଉପରେ ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧,୦୮୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୦୬୧ ଜଣ ଅଛନ୍ତି। ୧୧,୦୮୬ ଜଣଙ୍କ ମଧ୍ୟରୁ ୬୪୩୧, ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୪୬୫୫ ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩,୪୬୯ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୪୧୬, କଟକରୁ ୭୬୭, ଷ୍ଟେଟ୍‌ପୁଲରୁ ୭୫୯,ମୟୂରଭଞ୍ଜରୁ ୩୯୩, ବାଲେଶ୍ୱରରୁ ୩୨୩, ସମ୍ବଲପୁରରୁ ୩୦୨, ବଲାଙ୍ଗିରରୁ ୩୦୦, ଯାଜପୁରରୁ ୨୭୫, ଜଗତସିଂହପୁରରୁ ୨୭୩, କଳାହାଣ୍ଡିରୁ ୨୫୩, କେନ୍ଦୁଝରରୁ ୨୨୩ ଓ କୋରାପୁଟରୁ ୧୯୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାବାଦ ପୁରୀରୁ ୧୮୮, ରାୟଗଡ଼ାରୁ ୧୮୭, ଢେଙ୍କାନାଳରୁ ୧୫୭, ସୁବର୍ଣ୍ଣପୁରରୁ ୧୫୩, ନୟାଗଡ଼ରୁ ୧୪୯, ଅନୁଗୁଳରୁ ୧୩୯, ନବରଙ୍ଗପୁରରୁ ୧୩୭, ଭଦ୍ରକରୁ ୧୩୨, ଝାରସୁଗୁଡ଼ାରୁ ୧୩୨,ବରଗଡ଼ରୁ ୧୨୫, ଗଞ୍ଜାମରୁ ୧୧୬ ଓ ନୂଆପଡ଼ାରୁ ୧୦୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୫୫ ହଜାର ୪୮୭ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୬୬ ହଜାର୦୩୨ ଜଣ ସୁସ୍ଥ ହୋଇସାରିଲେଣି। ଏବେ ରାଜ୍ୟରେ ୮୦,୯୧,୧୪ଜଣ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ମୃତ୍ୟୁ ସଂଖ୍ୟା ୮, ୪୮୮ କୁ ବୃଦ୍ଧି ପାଇଛି। ରାଜ୍ୟରେ ଆଉ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଅଡିଟ୍ ପ୍ରୋସେସରେ ଆଉ ୪ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଟକ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଓ କୋରାପୁଟରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!