Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ୧୧,୬୦୭ ଜଣ କରୋନା ପଜିଟିଭ୍ ଚିହ୍ନଟ, ନୟାଗଡ଼ରୁ ୨୦୬

by ସଞ୍ଜୟ ସ୍ୱାଇଁ
January 19, 2022
in Health, State
ରାଜ୍ୟରେ ୧୧,୬୦୭ ଜଣ କରୋନା ପଜିଟିଭ୍ ଚିହ୍ନଟ, ନୟାଗଡ଼ରୁ ୨୦୬
68
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧,୬୦୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୯୯୧ ଜଣ ଅଛନ୍ତି। ୧୧,୬୦୭ ଜଣଙ୍କ ମଧ୍ୟରୁ ୬୭୨୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୮୪୭୯ ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪,୩୪୭ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୨୧୯, କଟକରୁ ୮୯୮, ଷ୍ଟେଟପୁଲ୍‌ରୁ ୮୭୭, ସମ୍ବଲପୁରରୁ ୩୯୦, ବାଲେଶ୍ୱରରୁ ୩୦୫, ଯାଜପୁରରୁ ୨୩୧,ରାୟଗଡ଼ାରୁ ୨୨୯, ବଲାଙ୍ଗିରରୁ ୨୨୯, ଝାରସୁଗୁଡ଼ାରୁ ୨୧୯, ନୟାଗଡ଼ରୁ ୨୦୬, ଅନୁଗୋଳ ୧୮୫ ଓ ମୟୂରଭଞ୍ଜରୁ ୧୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବାଦ ବରଗଡ଼ରୁ ୧୪୫, ଭଦ୍ରକ ୧୫୩, ନବରଙ୍ଗପୁର ୧୪୯, ନୂଆପଡ଼ା ୧୬୬,ପୁରୀ ୧୫୭,ସୋନପୁର ୧୧୪, ବୌଦ୍ଧ ୭୮,ଦେବଗଡ଼ ୭୫, ଢେଙ୍କାନାଳ ୭୧,ଗଜପତି ୮୭, ଗଞ୍ଜାମ ୯୩, ଜଗତସିଂହପୁର ୧୩୪, କନ୍ଧମାଳ ୧୦୩, କନ୍ଧମାଳ ୮୦, କେନ୍ଦ୍ରାପଡ଼ା ୧୧୯, କେନ୍ଦୁଝର ୧୨୧, କୋରାପୁଟ ୧୬୮ ଓ ମାଲକାନଗିରିରୁ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୬୭ ହଜାର ୯୪ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୭୩ହଜାର୭୭୭ ଜଣ ସୁସ୍ଥ ହୋଇସାରିଲେଣି। ଏବେ ରାଜ୍ୟରେ ୮୪୭୭୦ ଜଣ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅଛନ୍ତି।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!