Monday, July 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନରସିଂହପ୍ରସାଦରେ ସାଧୁ ମିଳନ

by ସଞ୍ଜୟ ସ୍ୱାଇଁ
December 5, 2019
in Nayagarh, Society, State
ନରସିଂହପ୍ରସାଦରେ ସାଧୁ ମିଳନ
34
VIEWS
Share on FacebookShare on Twitter

ସାତଦିନ ବ୍ୟାପି ଭଗବତ ସପ୍ତାହ ଅନୁଷ୍ଠିତ

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ସଦରବ୍ଲକ ଅନ୍ତର୍ଗତ ନରସିଂହପ୍ରସାଦ ଗ୍ରାମରେ ସାତଦିନ ଧରି ଚାଲିଥିବା ଭଗବତ ସପ୍ତାହ ଶେଷ ହୋଇଛି । ଏହି ଅବସରରେ ଏକ ସାଧୁ ମିଳନ ଅନୁଷ୍ଠିତ ହେବା ସହ ଧାର୍ମିକ ପରିବେଶରେ ପାରାୟଣ ଅନୁଷ୍ଠିତ ହୋଇଯାଇଛି । ଗ୍ରାମବାସୀଙ୍କ ଉଦ୍ୟମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ନିମନ୍ତ୍ରିତ ହୋଇ ଆସିଥିବା ସାଧୁ ମାନଙ୍କୁ ବସ୍ତ୍ରଦାନ କରାଯିବା ସହ ଗାଁରେ ଅନ୍ନଛତ୍ରର ବ୍ୟବସ୍ଥା ହୋଇଥିଲା । ଦୀର୍ଘ ସାତ ଦିନ ଧରି ଅନୁଷ୍ଠିତ କାର୍ଯ୍ୟକ୍ରମକୁ ଅଂଚଳ ବାସୀ ବେଶ ଉପଭୋଗ କରିଥିଲେ ।

Leave a Reply Cancel reply

Your email address will not be published. Required fields are marked *

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!