Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମା’ ଫାଉଣ୍ଡେସନ୍ ତରଫରୁ ସଚେତନତା

by ସଞ୍ଜୟ ସ୍ୱାଇଁ
December 5, 2019
in Entertainment, State
ମା’ ଫାଉଣ୍ଡେସନ୍ ତରଫରୁ ସଚେତନତା
31
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ମା’ ଫାଉଣ୍ଡେସନ୍ ଓ ବର୍ଷା ଡ୍ୟାନ୍ସ ଗ୍ରୁପ ତରଫରୁୁ ଡ୍ୟାନ୍ସ ପ୍ରତିଯୋଗୀ ଏବଂ ସେମାନଙ୍କ ଅଭିଭାବକଙ୍କ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ରାମ ମନ୍ଦିର ପ୍ରାଙ୍ଗଣରେ ୩୯ ତମ ବାର୍ଷିକ ଉତ୍ସବ ଉପଲକ୍ଷେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରତିଯୋଗୀଙ୍କୁ ସଚେତନତାର ବାର୍ତ୍ତା ଦିଆଯିବା ସହ ଚାରା ବଣ୍ଟନ କରାଯାଇଛି । ୫୦ରୁୁ ଉର୍ଦ୍ଧ ପ୍ରତିଯୋଗୀଙ୍କୁ ଏହି ଚାରା ବଣ୍ଟନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ନଗରପାଳ ଗୁରପ୍ରସାଦ ଜେନା, ସଭାପତି ଶଂକର୍ଷଣ ବେହେରା, ସଂପାଦକ ବିଜୟ କୁମାର ପରିଡ଼ା ଯୋଗ ଦେଇଥିଲେ । ମା’ ଫାଉଣ୍ଡେସନ୍ ସଂପାଦକ ରଂଜନ ରଶ୍ମୀ ଜେନା କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Leave a Reply Cancel reply

Your email address will not be published. Required fields are marked *

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!