Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୫୭ତମ ଗୃହରକ୍ଷୀ ଦିବସ ପାଳିତ

by ସଞ୍ଜୟ ସ୍ୱାଇଁ
December 6, 2019
in NATIONAL NEWS, State
୫୭ତମ ଗୃହରକ୍ଷୀ ଦିବସ ପାଳିତ
23
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଗୃହରକ୍ଷୀ ସଂଘ ପକ୍ଷରୁ ୫୭ତମ ଗୃହରକ୍ଷୀ ଦିବସ ପାଳନ କରାଯାଇଛି । ଏହି ଅବସରେ ରିଜର୍ଭ ପୁଲିସ ପଡ଼ିଆରେ ଏକ ସ୍ୱତନ୍ତ୍ର ଉତ୍ସବ ଅନୁଷ୍ଠିତ ହୋଇଛି । ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଦିଲ୍ଲୀପ ଶାହାଣୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଗୃହରକ୍ଷୀମାନଙ୍କ କାର୍ଯ୍ୟ ସଂମ୍ପର୍କରେ ବକ୍ତବ୍ୟ ରଖିଥିଲେ । ସଂପୃକ୍ତ ଗୃହରକ୍ଷୀମାନେ ପୁଲିସ ପାଇଁ ଏକ ବଳ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଏସଡିପିଓ ନୀରଞ୍ଜନ ପାଢ଼ୀଙ୍କ ସମେତ ପୁଲିସ ବିଭାଗର ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ଗୃହରକ୍ଷୀଙ୍କ ପରେଡ୍ ଅନୁଷ୍ଠିତ ହୋଇଥିବା ବେଳେ ଉତ୍ତମ କାର୍ଯ୍ୟପାଇଁ ଅନେକ ଗୃହରକ୍ଷୀ ପ୍ରଶଂସିତ ହୋଇଥିଲେ ।

Leave a Reply Cancel reply

Your email address will not be published. Required fields are marked *

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!