Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହିଳାଙ୍କଠାରୁ ୪୮ ହଜାର ଲୁଟ

by ସଞ୍ଜୟ ସ୍ୱାଇଁ
December 6, 2019
in Crime
ମହିଳାଙ୍କଠାରୁ ୪୮ ହଜାର ଲୁଟ
17
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଶରଣକୂଳ ଥାନା ଅନ୍ତର୍ଗତ ପାଟୁଳିସାହି ଗ୍ରାମର ଜଣେ ମହିଳାଙ୍କଠାରୁ ଆଜି ଦିନ ଦ୍ୱିପହରରେ ଲୁଟ ହୋଇଛି । ସୂଚନାନୁସାରେ, ପାଟୁଳିସାହି ଗ୍ରାମର ବାବୁଲି ଖୁରିଆଙ୍କ ପôତୀ ଅଶାନ୍ତି ଖୁରିଆ ଆଜି ଗୋଡ଼ିପଡ଼ାର ଏକ ବ୍ୟାଙ୍କରୁ ୪୯ ହଜାର ଟଙ୍କା ଉଠାଇଥିଲେ । ଏହି ଟଙ୍କାରୁ ସେ ଏକ ହଜାର ଟଙ୍କାକୁ ଅଲଗା କରି ବଳକା ୪୮ ହଜାର ଟଙ୍କାକୁ ହାତରେ ଥିବା ଜରି ବ୍ୟାଗରେ ରଖିଥିଲେ । ତାଙ୍କର ଜଣେ ସଂମ୍ପର୍କୀୟ ଜାକେଡ଼ା ଗ୍ରାମର ଜଗବନ୍ଧୁ ପ୍ରଧାନଙ୍କ ସହ ବାଇକରେ ଘରକୁ ଫେରୁଥିବା ବେଳେ ଗୋଡ଼ିପଡ଼ା ଡିମିସର ନିକଟସ୍ଥ ନିର୍ମାଣଧିନ ପ୍ରେଟୋଲ ପମ୍ପଠାରୁ ଦୁଇ ଜଣ ଦୁର୍ବୁତ୍ତ ଏକ ବାଇକରେ ଆସି ଛଡ଼ାଇ ନେଇଥିବା ଜଣାପଡ଼ିଛି । ଅନ୍ୟପକ୍ଷେ ଘଟଣା ସଂମ୍ପର୍କରେ ଥାନାରେ ଅଭିଯୋଗ ହୋଇନଥିବା ଜଣାପଡ଼ିଛି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!