Thursday, August 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖଣ୍ଡପଡ଼ାରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

by ସଞ୍ଜୟ ସ୍ୱାଇଁ
December 6, 2019
in Nayagarh, Planning and Development
ଖଣ୍ଡପଡ଼ାରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର
32
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବ୍ଳକ କାର୍ଯ୍ୟାଳୟ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଶୁକ୍ରବାର ଦିନ ଅନୁଷ୍ଠିତ ହୋଇ ଯାଇଛି । ଖଣ୍ଡପଡ଼ା ସହରାଚଂଳ ସମେତ ବ୍ଳକ ଅଧିନ ୨୨ଟି ପଂଚାୟତରୁ ବିଭିନ୍ନ ବର୍ଗର ଭିନ୍ନକ୍ଷମମାନେ ଶିବିରରେ ଉପସ୍ଥିତ ରହି ଅଭିଜ୍ଞ ଡାକ୍ତରମାନଙ୍କ ଦ୍ୱାରା ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ନାମ ପଞ୍ଜିକରଣ କରିଥିଲେ । ବ୍ଳକ ସାମାଜିକ ସୁରକ୍ଷା ଅଧିକାରୀ ସର୍ବେଶ୍ୱର ପାଣିଗ୍ରାହୀଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଆୟୋଜିତ ଶିବିରରେ ଅସ୍ଥିଶଲ୍ୟ ବିଶେଷଜ୍ଞ ଡଃ ବିଏସ ରାଓ, ଡଃ ଶତ୍ରୁଘ୍ନ ନାୟକ, ଚକ୍ଷୁ ରୋଗ ବିଶେଷଜ୍ଞ ଡଃ ପିପି ସାହୁ, ଇଏନଟି ବିଶେଷଜ୍ଞ ଡଃ ପିତବାସ ନାୟକ ପ୍ରମଖ ଉପସ୍ଥିତ ରହି ଭିନ୍ନକ୍ଷମମାନଙ୍କୁ ଦେଖାଶୁଣା କରିଥିଲେ । ଆୟୋଜିତ ଶିବିରରେ ମସ୍ତିଷ୍କ ବିକୃତ ବର୍ଗର ୫୨ ଜଣ, ଦୃଷ୍ଟିଶକ୍ତି ହୀନ ବର୍ଗର ୬୨ ଜଣ, ଶାରୀରିକ ବିକଳାଙ୍ଗ ବର୍ଗର ୧୭୨ ଜଣ ଓ ଶ୍ରବଣ ଶକ୍ତି ହରାଇଥିବା ୮୮ ଜଣ ବ୍ୟକ୍ତିଙ୍କର ନାମ ପଂଜିକରଣ କରାଯାଇଥିଲା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!