Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲ୍ୟାପଟପ୍ ବଣ୍ଟନର ଶୁଭାରମ୍ଭ

by ସଞ୍ଜୟ ସ୍ୱାଇଁ
December 6, 2019
in Education, State
ଲ୍ୟାପଟପ୍ ବଣ୍ଟନର ଶୁଭାରମ୍ଭ
18
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ବିଜୁ ସଶକ୍ତି କରଣ ଯୋଜନାରେ ରାଜ୍ୟ ସରକାରଙ୍କ ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ଲ୍ୟାପଟପ୍ ବଣ୍ଟନର ଶୁଭାରମ୍ଭ କରାଯାଇଛି । ଲୋକସେବା ଭବନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆଜି ମେଧାବୀ ଛାତ୍ରଛାତ୍ରୀଙ୍କୁ ଲ୍ୟାପଟପ ବଣ୍ଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଯୋଗ ଦେଇଥିବା ବେଳେ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!