Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଙ୍ଗୀତକୁ ପ୍ରେମ କରେ – କୃଷ୍ଣଚନ୍ଦ୍ର ସାବତ୍

by ସଞ୍ଜୟ ସ୍ୱାଇଁ
December 8, 2019
in Entertainment, Nayagarh
ସଙ୍ଗୀତକୁ ପ୍ରେମ କରେ – କୃଷ୍ଣଚନ୍ଦ୍ର ସାବତ୍
24
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ କ୍ଲବ ଦ୍ୱାରା ଆୟୋଜିତ ଭଏସ୍ ଅଫ୍ ନୟାଗଡ଼ ସିଜିନ-୨ରେ ବିଚାରପତି ତଥା ଅତିଥି ଭାବେ ଯୋଗ ଦେଇ ପ୍ରଖ୍ୟାତ ସଂଗୀତ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାବତ୍ ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିବା ସହ ନୟାଗଡ଼ କ୍ଲବ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ । ଏହି ଅବସରରେ କୃଷ୍ଣଚନ୍ଦ୍ର ସଂଗୀତକୁ ସବୁଠୁ ଅଧିକ ପ୍ରେମ କରୁଥିବା କହିବା ସହ ସମ୍ରାଟ କ୍ୟାସେଟରୁ ତାଙ୍କ ସଂଗୀତ ଜୀବନର ଆରମ୍ଭ ବୋଲି କହିଛନ୍ତି । ସାଧବ ବୋହୂଲ, ସାଧବ ବୋହୂ ଏବଂ ସଂଜ ନଇଁଗଲେ ଗୀତ କୃଷ୍ଣଚନ୍ଦ୍ର ଗାଇ ଶ୍ରୋତାଙ୍କୁ ବିଭୋର କରିଥିଲେ । ଏଥିସହିତ ଶାଗୁଣା ବସିଛି ଡାଳେ ଗୀତକୁ ସେ ଗୁରୁ ନବକିଶୋର ମିଶ୍ରଙ୍କୁ ସମର୍ପଣ କରିଥିଲେ ।

http://baghuabarta.com/backup/wp-content/uploads/2019/12/Krushna-sabat-video.mp4
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!