Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଂଗୀତ ପାଇଁ ଚାକିରି ଛାଡ଼ିଲି – ବିଭୂତି ଗଡ଼ନାୟକ

by ସଞ୍ଜୟ ସ୍ୱାଇଁ
December 8, 2019
in Entertainment, Nayagarh
ସଂଗୀତ ପାଇଁ ଚାକିରି ଛାଡ଼ିଲି – ବିଭୂତି ଗଡ଼ନାୟକ
22
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ କ୍ଲବ ଦ୍ୱାରା ଆୟୋଜିତ ଭଏସ୍ ଅଫ୍ ନୟାଗଡ଼ ସିଜିନ-୨ରେ ବିଚାରପତି ତଥା ଅତିଥି ଭାବେ ଯୋଗ ଦେଇ ସଗୀତଜ୍ଞ ବିଭୂତି ଗଡ଼ନାୟକ ଜୀବନରେ ସଂଗୀତ ପାଇଁ ଚାକିରି ଛାଡ଼ିଲି ବୋଲି କହିଛନ୍ତି । ଜୀବନ ପାହାଚ ସରି ଆସିଲାଣି, ବାଇଶି ପାହାଚ ରହିଛି ଚାହିଁ, ମିଛି ମିଛିକା ସେ କଣ୍ଢେଇ ଖେଳରେ ଲୁଚିଥିଲା ଯେଉଁ କଥା ଗୀତ ବିଭୂତିଙ୍କ କଂଣ୍ଠରୁ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥିଲା । ସେ ତାଙ୍କ ବକ୍ତବ୍ୟରେ ହୃଦୟ ଯାହାର କୋମଳ ନୁହେଁ ସେ କଳକାର ହୋଇ ପାରିବନି ବୋଲି କହିଥିଲେ । ଗୋଟିଏ କଲୋନୀରୁ ଭଲପାଇବା ଆରମ୍ଭ, ବହୁ ସଂଘର୍ଷ କରି ସଗୀତରେ ପଶିଛି ବୋଲି ସେ ତାଙ୍କର ଅନୂଭୂତି ବଖାଣିଥିଲେ ।

http://baghuabarta.com/backup/wp-content/uploads/2019/12/Bibhuti-gadnayak.mp4
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!