Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଛୁଆ ବିକ୍ରି

by ସଞ୍ଜୟ ସ୍ୱାଇଁ
February 2, 2022
in Feature News
ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଛୁଆ ବିକ୍ରି
591
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଛୁଆ ବିକ୍ରି ହୋଇଥିବା ଛୁଆର ବାପା ଅଭିଯୋଗ କରିଛନ୍ତି । ନୟାଗଡ଼ ବ୍ଲକ ଇଟାମାଟି ଥାନା ନୋତର ଗ୍ରାମର ରବି ସ୍ୱାଇଁ ଦାୟିତ୍ୱରେ ଥିବା ଦିଦିଙ୍କ ନାମରେ ଅଭିଯୋଗ ଆଣିଛନ୍ତି । ଗତ ୨୮ ତାରିଖ ଦିନ ରବିଙ୍କ ପôତୀ ଜଲି ସ୍ୱାଇଁ ଆଶାଦିଦିଙ୍କ ସହ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆସିଥିଲେ । ଏଠାରେ ପୁଅଟିଏ ଜନ୍ମ ଦେବା ପରେ ଘରକୁ ଖାଲି ହାତରେ ଫେରିଥିଲେ । ଜଲି ଏକାକୀ ବେଡରେ ଥିବା ବେଳେ ଦାୟିତ୍ୱରେ ଥିବା ଦିଦି ଛୁଆକୁ ଟୀକା ଦେବା ବାହାନାରେ ନେଇ ବିକ୍ରି କରି ଦେଇଥିବା ଅଭିଯୋଗ ହୋଇଛି । ୨୮ ତାରିଖଠାରୁ ଲଗାତର ଭାବେ ରବି ଏବଂ ଜଲି ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆସି ଉକ୍ତ ଦିଦିଙ୍କୁ ଖୋଜୁଥିଲେ ମଧ୍ୟ ତାଙ୍କର ସନ୍ଧାନ ପାଇନଥିବା କହିଛନ୍ତି । ଆଜି ରବି ଏହାକୁ ନେଇ ଡାକ୍ତରଖାନାରେ ଅନ୍ୟମାନଙ୍କୁ ଜଣାଇବା ପରେ ଘଟଣାକୁ ନେଇ ଚାପା ଉତ୍ତେଜନା ସୃଷ୍ଟି ହୋଇଥିଲା । ରବି ଏନେଇ ଥାନାରେ ଅଭିଯୋଗ କରିବା ପରେ ପୁଲିସ ଜଲି ଏବଂ ରବିଙ୍କୁ ଥାନାକୁ ନେଇ ତଦନ୍ତ ଆରମ୍ଭ କରିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!