Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ମଣ୍ଡଳସ୍ତରୀୟ ବିଜ୍ଞାନ ମେଳା

by ସଞ୍ଜୟ ସ୍ୱାଇଁ
December 9, 2019
in Lifestyle, State
ନୟାଗଡ଼ ମଣ୍ଡଳସ୍ତରୀୟ ବିଜ୍ଞାନ ମେଳା
76
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ମଣ୍ଡଳ ସ୍ତରୀୟ ବିଜ୍ଞାନ ମେଳା ଆଜି ଉଦଯାପିତ ହୋଇଯାଇଛି । ନୟାଗଡ଼ ସହରରେ ଅବସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟରେ ମଣ୍ଡଳ ଶିକ୍ଷା କାର୍ଯ୍ୟାଳୟ ଦ୍ୱାରା ଆୟୋଜିତ ଏହି ବିଜ୍ଞାନ ମେଳାରେ ୧୪୭ ଗୋଟି ପ୍ରକଳ୍ପ ସାମିଲ ହୋଇଥିଲା । ସେଥିମଧ୍ୟରୁ ଜିଲ୍ଲା ସ୍ତରକୁ ୬ ଗୋଟି ପ୍ରକଳ୍ପ ମନୋନୀତ ହୋଇଥିବା ବେଳେ ମୋଟ ୧୨ଟି ପ୍ରକଳ୍ପ ମଣ୍ଡଳ ସ୍ତରରେ ପୁରସ୍କୃତ ହୋଇଛି । ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଅନୁଷ୍ଠିତ ଏହି ବିଜ୍ଞାନ ମେଳାରେ ତ୍ରୀସ୍ତରୀୟ ବିଚାର କରାଯାଇଥିଲା । ଏହି ଅବସରରେ ଅନୁଷ୍ଠିତ ଉଦଯାପନି ସଭାରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ନିବେଦିତା ପାଣି ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ଅଧ୍ୟକ୍ଷା ମେଜର ମଂଜୁଶ୍ରୀ ପତି, ସମ୍ମାନୀତ ଅତିଥି ଭାବେ ନୟାଗଡ଼ ମହାବିଦ୍ୟାଳୟ ପଦାର୍ଥବିଜ୍ଞାନ ମୁଖ୍ୟ ହିମାଂଶୁ ପଟ୍ଟନାୟକ, ବ୍ଲକ ଶିକ୍ଷା ଅଧିକାରିଣୀ ଗିତାଞ୍ଜଳୀ ସାହୁ, ପଦାର୍ଥ ବିଜ୍ଞାନ ଅଧ୍ୟାପକ ଅଶୋକ କୁମାର ସାହୁ, ବିଜ୍ଞାନ ସଂଘର ସଂପାଦକ କୈାଳାଶ ଚନ୍ଦ୍ର କର ପ୍ରମୂଖ ଯୋଗ ଦେଇଥିଲେ । ଛାତ୍ରଛାତ୍ରୀମାନଙ୍କୁ ବିଜ୍ଞାନର ଉପକାରିତା ଏବଂ ଉପାଦେୟତା ସଂମ୍ପର୍କରେ ଅତିଥିମାନେ ମତବ୍ୟକ୍ତ କରିଥିଲେ । ଆସନ୍ତା ୧୧ ତାରିଖରେ ନୟାଗଡ଼ ବଜେନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି ।

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!