Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଧୁନିକ ଗବେଷଣା ଉପରେ ଗୁରୁତ୍ୱ : ମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
December 10, 2019
in Planning and Development
ଆଧୁନିକ ଗବେଷଣା ଉପରେ ଗୁରୁତ୍ୱ : ମନ୍ତ୍ରୀ
22
VIEWS
Share on FacebookShare on Twitter

ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ୨ୟ କାଉନସିଲିଂ ବୈଠକ

ଭୂବନେଶ୍ୱର, (ବାଘୁଆବାର୍ତ୍ତା ବ୍ୟୁରୋ) : ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଇମେଜ୍ଠାରେ ୨ୟ ରାଜ୍ୟ ଉଚ୍ଚଶିକ୍ଷା ବିଭାଗର କାଉନ୍ସିଲ୍ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କର କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗ ଦେଇ ବାର୍ଷିକ ଖସଡ଼ା ଉପରେ ଆଲୋଚନା କରିଥିଲେ । ମୁଖ୍ୟତଃ ଆଧୁନିକ ଗବେଷଣା ଉପରେ ମନ୍ତ୍ରୀ ଗୁରୁତ୍ୱ ଦେବା ସହ ସ୍ନାତକତ୍ତୋରରେ କିପରି ସଠିକ ଭାବରେ ପ୍ରବେଶ କରିବା, ପ୍ରଶ୍ନପ୍ରତର ସଠିକ ପ୍ରସ୍ତୁତି, ପାଠ୍ୟକ୍ରମ ବାଦ ନୂତନ ଶିକ୍ଷା ପଦ୍ଧତି ଉପରେ ଗୁରୁତ୍ୱ,ୱେବ୍ ସାଇଟର ସଠିକ ପରିଚାଳନା, ଉନ୍ନତ ପାଠ୍ୟକ୍ରମ ସଠିକ ସମୟରେ ପ୍ରସ୍ତୁତି କରିବା ଏବଂ ସଠିକ ସମୟରେ ପାଠ୍ୟ ପୁସ୍ତକ ମୁଦ୍ରଣ ଉପରେ ଆଲୋଚନା କରିଥିଲେ । ଏଥିରେ ଉଚ୍ଚଶିକ୍ଷା ବିଭାଗର ପ୍ରମୂଖ ଶାସନ ସଚିବ ଶାଶ୍ୱତ ମିଶ୍ର ଯୋଗ ଦେବା ସହ ଉଚ୍ଚଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀ ଯୋଗ ଦେଇ ମତାମତ ରଖିଥିଲେ ।

 

Leave a Reply Cancel reply

Your email address will not be published. Required fields are marked *

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!