Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ଜିଲ୍ଲା ସ୍ତରୀୟ ନିଯୁକ୍ତିମେଳା ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
December 10, 2019
in Education, Planning and Development
ନୟାଗଡ଼ ଜିଲ୍ଲା ସ୍ତରୀୟ ନିଯୁକ୍ତିମେଳା ଅନୁଷ୍ଠିତ
28
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ପ୍ରଶାସନ ଓ ରାଜ୍ୟ ଦକ୍ଷତା ବିକାଶ ପ୍ରାଧିକାରୀଙ୍କ ମିଳିତ ସହଯୋଗରେ ସ୍ଥାନୀୟ ପୁଲିସ ଟ୍ରେନିଂ ପଡ଼ିଆଠାରେ ନିଯୁକ୍ତିମେଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ବୈଜୟନ୍ତିମାଳା ମହାନ୍ତି ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ ଶଶୀଭୂଷଣ ଶତପଥୀ, ରାଜ୍ୟ ପର୍ଯ୍ୟବେକ୍ଷକ ଏସ.ଡି ରାୟ, ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ, ନୟାଗଡ଼ ବ୍ଲକ ବିଡିଓ ମନୋଜ କୁମାର ପାତ୍ର, ଜିଲ୍ଲା ନିୟୋଜନ ଅଧିକାରୀ ଦୁର୍ଗାଚରଣ ଦାଶ ଯୋଗ ଦେଇଥିଲେ । ଜିଲ୍ଲା ସୂଚନା ଓ ଲୋକ ସଂମ୍ପର୍କ ଅଧିକାରୀ ଡ. ପ୍ରମୋଦ କୁମାର ନାୟକ ସଭାପତିତ୍ୱରେ ଏହି ସଭା ଅନୁଷ୍ଠିତ ହୋଇଥିଲା । ଦକ୍ଷତା ବିକାଶ କାର୍ଯ୍ୟକ୍ରମ ପାଇଁ ରାଜ୍ୟ ସରକାର ଭାରତ ବର୍ଷରେ ଦୁଇ ଦୁଇଥର ପୁରସ୍କୃତ ହୋଇଛନ୍ତି । ଆଜିର ନିଯୁକ୍ତି ମେଳାରେ ସ୍ୱାସ୍ଥ୍ୟ, ବୟନ ଶିଳ୍ପ, ରକ୍ଷାକାରୀ, କେଫ୍ ଏବଂ କଫି, ମାର୍କେଟିଂ ପରି ୧୫ଟି ଅନୁଷ୍ଠାନ ତୁରନ୍ତ ନିଯୁକ୍ତି ଦେବାର ଲକ୍ଷ୍ୟ ରକ୍ଷା ଯାଇଥିବା ବେଳେ ୧୧ ଗୋଟି ଷ୍ଠଲରେ ବିଭିନ୍ନ କମ୍ପାନୀର ଏଜେନ୍ସି ଯୋଗ ଦେଇଛନ୍ତି । ସରକାର ଏହି ଯୋଜନାରେ ବେକାର ଯୁବକ ଯୁବତୀମାନେ କିପରି ଆତ୍ମ ନିର୍ଭରଶୀଳ ହୋଇପାରିବେ । ରାଜ୍ୟ ତଥା ରାଜ୍ୟ ବାହାରେ ନିଯୁକ୍ତି ହୋଇପାରିବେ ଅତିଥିମାନେ ମତ ଦେଇଥିଲେ ।

Leave a Reply Cancel reply

Your email address will not be published. Required fields are marked *

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!