Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୪ ତାରିଖରୁ ଘରୋଇ ପ୍ଲେ’ ସ୍କୁଲ ଓ କେଜି ଶ୍ରେଣୀ ଖୋଲିବାକୁ ରାଜ୍ୟ ସରକାରଙ୍କ ଅନୁମତି

by ସଞ୍ଜୟ ସ୍ୱାଇଁ
February 8, 2022
in Education, State
୧୪ ତାରିଖରୁ ଘରୋଇ ପ୍ଲେ’ ସ୍କୁଲ ଓ କେଜି ଶ୍ରେଣୀ ଖୋଲିବାକୁ ରାଜ୍ୟ ସରକାରଙ୍କ ଅନୁମତି
112
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସ୍କୁଲ ଓ କଲେଜ ଖୋଲିବା ପରେ ଘରୋଇ ପ୍ଲେ’ ସ୍କୁଲ ଓ କେଜି ଶ୍ରେଣୀ ଖୋଲିବାକୁ ଆଜି ଅନୁମତି ଦେଇଛନ୍ତି ରାଜ୍ୟ ସରକାର। ଆସନ୍ତା ୧୪ ତାରିଖରୁ ଖୋଲିବ ପ୍ଲେ’ ସ୍କୁଲ। କୋଭିଡ୍‌ ଗାଇଡ୍‌ଲାଇନ୍‌ରେ ପ୍ଲେ ସ୍କୁଲ ଖୋଲିବାକୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର। ସେପଟେ ସୋମବାରଠାରୁ ଅଷ୍ଟମରୁ କଲେଜ ପର୍ୟ୍ୟନ୍ତ ଖୋଲିଛି। ଛାତ୍ରଛାତ୍ରୀମାନେ କୋଭିଡ୍‌ ଗାଇଡ୍‌ଲାଇନ୍‌ରେ ସ୍କୁଲ ଓ କଲଜେ ଆସୁଥିବା ଦେଖିବାକୁ ମିଳିଛି। ଦୀର୍ଘ ଦିନ ପରେ ସ୍କୁଲ ଓ କଲେଜ ଖୋଲିଥିବାରୁ ଛାତ୍ରଛାତ୍ରୀମାନେ ବେଶ୍‌ ଖୁସି ଥିବା ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ ଆସନ୍ତା ୧୪ ତାରିଖରୁ ଖୋଲିବ କେଜିରୁ ସପ୍ତମ ପର୍ୟ୍ୟନ୍ତ। ସେଥିପାଇଁ ସ୍କୁଲ ଗୋଡ଼ିକୁ ସାନିଟାଇଜ୍‌ କରାଯାଉଛି। ସ୍କୁଲ ଖୋଲିଲେ କ୍ଲାସ୍‌ କେମିତି ହେବ? ତାହା ଉପରେ ଅଭିଭାବକଙ୍କ ସହିତ ଶିକ୍ଷକମାନେ ଆଲୋଚନା କରିଛନ୍ତି। ତେବେ କୌଣସି ପିଲାଙ୍କୁ ସ୍କୁଲ ଆସିବା ପାଇଁ ବାଧ୍ୟ କରାଯିବ ନାହିଁ। ସ୍କୁଲ ଆସିବା ନିଷ୍ପତ୍ତି ଅଭିଭାବକଙ୍କ ଉପରେ ଛାଡ଼ି ଦିଆଯାଇଛି। ପିଲାମାନେ ସ୍କୁଲ ନଆସିଲେ, ପୂର୍ବ ପରି ଅନଲାଇନ ପଢ଼ିପାରିବେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!