Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶିକ୍ଷା, ବୈଷୟିକ ବିଦ୍ୟାଳୟରେ ବିଶ୍ୱ ମାନବାଧିକାର ଦିବସ ପାଳିତ

by ସଞ୍ଜୟ ସ୍ୱାଇଁ
December 11, 2019
in Education, Planning and Development
ଶିକ୍ଷା, ବୈଷୟିକ ବିଦ୍ୟାଳୟରେ ବିଶ୍ୱ ମାନବାଧିକାର ଦିବସ ପାଳିତ
149
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଇଟାମାଟି ଶିକ୍ଷା, ବୈଷୟିକ ମହାବିଦ୍ୟାଳୟ ପରିସରରେ ବିଶ୍ୱ ମାନବାଧିକାର ଦିବସ ପାଳିତ ହୋଇଯାଇଛି । ଅଧ୍ୟାପକ, ଅଧ୍ୟାପିକ, ଛାତ୍ରଛାତ୍ରୀ, ପ୍ରଶାସକ, ସମାଜସେବୀ, ସାମ୍ବାଦିକ ଏବଂ ଆଇନ ବିଶାରଦମାନଙ୍କୁ ନେଇ ଏହି ଦିବସ ପାଳିତ ହୋଇଛି । ଅନୁଷ୍ଠାନର ଅଧ୍ୟକ୍ଷ ଅଶୋକ କୁମାର ନାୟକଙ୍କ ସଭାପତିତ୍ୱରେ ମାନବାଧିକାର ସଂମ୍ପର୍କ ଏକ ଆଲୋଚନା ଚକ୍ର ‘ଆମ ଅଧିକାର ଆମ ବିକାଶ’ ଆୟୋଜିତ ହୋଇଛି । ଶିଶୁ ଅଧିକାର, ନାରୀ ଅଧିକାର, ଭାରତ ସମ୍ବିଧାନର ମୈାଳିକ ଅଧିକାର ସଂମ୍ପର୍କେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଉପସ୍ଥାପିତ ହୋଇଥିଲା । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବ୍ଲକ ବିଡିଓ ମନୋଜ କୁମାର ପାତ୍ରଙ୍କ ସହ ଆଇନଜୀବୀ ଅମୀୟ ପଟ୍ଟନାୟକ, ସମାଜସେବୀ ଅରୁଣ ମହାନ୍ତି, ସାହିତ୍ୟିକ ଚନ୍ଦ୍ରବିଜୟୀ ମିଶ୍ର, ସାମ୍ବାଦିକ ପ୍ରଦୀପ କୁମାର ରଥ, ଶିକ୍ଷାବିତ୍ ଆଦିତ୍ୟ ପ୍ରସାଦ ମିଶ୍ର ପ୍ରଭୃତି ଏହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!