Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷଙ୍କ ଦାୟିତ୍ୱ ଗ୍ରହଣ

by ସଞ୍ଜୟ ସ୍ୱାଇଁ
December 11, 2019
in Planning and Development
ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷଙ୍କ ଦାୟିତ୍ୱ ଗ୍ରହଣ
13
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଭାବେ ରଣପୁର ବିଧାୟକ ସତ୍ୟନାରୟଣ ପ୍ରଧାନ ଆଜି ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ନୟାଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗ ସୃଜନ ଗୃହଠାରେ ଆୟୋଜିତ ଏକ ଭବ୍ୟ କାର୍ଯ୍ୟକ୍ରମରେ ଶ୍ରୀଯୁକ୍ତ ପ୍ରଧାନ ଦାୟିତ୍ୱ ଗ୍ରହଣ କରିଥିବା ବେଳେ ଏହି କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗ ଦେଇଥିଲେ । ଏଥିସହିତ ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ ଏବଂ ଜିଲ୍ଲାପରିଷଦ ସଭ୍ୟସଭ୍ୟାଙ୍କ ସମେତ ସ୍ଥାନୀୟ ନେତୃ ମଣ୍ଡଳୀ ଉପସ୍ଥିତ ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!